ବିବାଦରେ ମାଲେସିଆ ପ୍ରଧାନମନ୍ତ୍ରୀ ଇବ୍ରାହିମ, ଯୁବକଙ୍କ ଧର୍ମାନ୍ତରିକରଣ କରିଥିବା ଅଭିଯୋଗ

କୁଆଲା ଲୁମପୁର,୨୨।୮:ମାଲେସିଆର ପ୍ରଧାନମନ୍ତ୍ରୀ ଅନବର ଇବ୍ରାହିମ ବିବାଦ ଘେରରେ ଅଛନ୍ତି। ଅଣ-ମୁସଲମାନ ସମ୍ପ୍ରଦାୟ ତାଙ୍କୁ କଡ଼ା ସମାଲୋଚନା କରୁଛନ୍ତି। କାରଣ ପ୍ରଧାନମନ୍ତ୍ରୀ ଇବ୍ରାହିମ କିଛି ଦିନ ପୂର୍ବରୁ ସେଲାଙ୍ଗୋର ଜୁମାରେ ନମାଜ ପଢିବା ପରେ ଜଣେ ହିନ୍ଦୁ ଯୁବକଙ୍କୁ ଇସଲାମରେ ଧର୍ମ ପରିବର୍ତ୍ତନ କରି ଦେଇଥିଲେ। ଏନେଇ ଅଣ-ମୁସଲମାନ ସମ୍ପ୍ରଦାୟ କହିଛନ୍ତି ଯେ, ମାଲେସିଆ ହେଉଛି ସବୁ ଧର୍ମାବଲମ୍ବୀ ଦେଶ। ଯେଉଁଥିରେ ଖୋଦ୍‌ ପ୍ରଧାନମନ୍ତ୍ରୀ ଏପରି କାର୍ଯ୍ୟ କରୁଛନ୍ତି।

ପେନାଙ୍ଗର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ପ୍ରଫେସର ପି ରାମାସାମୀ କହିଛନ୍ତ, ପ୍ରଧାନମନ୍ତ୍ରୀ ଭାରତୀୟଙ୍କୁ ସମ୍ମାନ କରନ୍ତି ନାହିଁ। ଅଣ ମୁସଲମାନମାନେ ଇବ୍ରାହିମଙ୍କୁ ବିଶ୍ୱାସ କରୁଥିଲେ, କିନ୍ତୁ ସେ ସେମାନଙ୍କ ପ୍ରତି ଆଚରଣ ବଦଳାଇଲେ ନାହିଁ। ଭାରତୀୟ ଏବଂ ଅଣ-ମୁସଲମାନ ସମ୍ପ୍ରଦାୟ ମାଲେସିଆ ପାଇଁ ଅନେକ ବଳିଦାନ ଦେଇଛନ୍ତି। କିନ୍ତୁ ଇବ୍ରାହିମ ତାଙ୍କୁ ଅସମ୍ମାନ କରିଛନ୍ତି। ପୂର୍ବରୁ ଇବ୍ରାହିମ ଜଣେ ଭାରତୀୟ ଛାତ୍ରଙ୍କ ସହ ଅଶାଳୀନ ବ୍ୟବହାର କରିଥିଲେ। ତାଙ୍କର ମନୋଭାବ କଦାପି ଗ୍ରହଣ କରାଯାଇପାରିବ ନାହିଁ । ବର୍ତ୍ତମାନ ସେ ସର୍ବସାଧାରଣରେ ଜଣେ ହିନ୍ଦୁଙ୍କୁ ଇସଲାମରେ ପରିଣତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ…

ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’

ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର…

ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ

ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri