ବିବାଦ ମଧ୍ୟରେ ନିଜ ମାଟିରୁ ଭାରତୀୟ ସେନାକୁ ଫେରାଇ ନେବାକୁ କହିଲା ମାଳଦ୍ୱୀପ

ନୂଆଦିଲ୍ଲୀ,୧୪।୧: ମାଳଦ୍ଵୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ପୁଣି ଥରେ ଭାରତକୁ ନାଲି ଆଖି ଦେଖାଇଛନ୍ତି। ଚାଇନାରୁ ଫେରିବା ମାତ୍ରେ ୧୫ ମାର୍ଚ୍ଚ ପୂର୍ବରୁ ଭାରତ ଏହାର ସୈନ୍ୟ ମାଳଦ୍ଵୀପରୁ ଫେରାଇ ନେବାକୁ କହିଛନ୍ତି। ଏହାରୁ ପୂର୍ବରୁ ସେ କାହାର ନାଁ ନ ନେଇ କହିଥିଲେ କି ଆମକୁ ଗାଳି ଦେବାର ଅଧିକାର କାହାର ନାହିଁ।

ଗତ କିଛି ବର୍ଷ ହେବ ମାଳଦ୍ଵୀପରେ ଭାରତୀୟ ସେନାର ଏକ ଛୋଟ କମ୍ପାନୀ ମୁତୟନ ଅଛନ୍ତି। ମାଳଦ୍ଵୀପ ସରକାରଙ୍କ ଅନୁରୋଧ କ୍ରମେ ଭାରତ ସରକାର ନିଜର ସୈନ୍ୟ ସେଠାରେ ମୁତୟନ କରିଥିଲେ। ସାମୁଦ୍ରିକ ଉପକୂଳ ସୁରକ୍ଷା ଏବଂ ବିପର୍ଯ୍ୟୟ ସମୟରେ ସାହାଯ୍ୟ ପାଇଁ ଭାରତୀୟ ସେନା ମାଳଦ୍ଵୀପରେ ମୁତୟନ ହୋଇଥିଲା। ଗତବର୍ଷ ନଭେମ୍ବର ମାସରେ ମାଳଦ୍ଵୀପ ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଥିଲା ଯେ, ତାଙ୍କର ଦେଶ ଆଶା କରୁଛି ଭାରତ ଲୋକମାନଙ୍କର ଲୋକତାନ୍ତ୍ରିକ ଇଛାକୁ ସମ୍ମାନ ଜଣାଇବ।

ମଇଜୁ ଶନିବାର ଚାଇନାରୁ ପାଞ୍ଚ ଦିବସୀୟ ଯାତ୍ରା ସାରି ଫେରିଛନ୍ତି। ବିଦେଶରୁ ଫେରିବା ମାତ୍ରେ ସେ କହିଥିଲେ କି ‘ଆମ ଦେଶ ଛୋଟ ହୋଇପାରେ, କିନ୍ତୁ ଆମକୁ ଗାଳି କରିବାର ଅଧିକାର କାହା ପାଖରେ ନାହିଁ।’ ତେବେ ସେ ସିଧାସଳଖ କାହାର ନାଁ ନେଇ ନଥିଲେ କିନ୍ତୁ କୁହାଯାଉଛି ଯେ, ଭାରତ ଆଡକୁ ଇଙ୍ଗିତ କରି ସେ ଏହା କହିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri