ଭାରତ ସୈନିକ ଫେରିବା ପରେ ବିମାନ ଉଡ଼ାଇପାରୁ ନାହାନ୍ତି ଆମ ପାଇଲଟ, ସ୍ୱୀକାର କଲେ ମାଳଦ୍ୱୀପ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ମାଲଦ୍ୱୀପର ପ୍ରତିରକ୍ଷା ମନ୍ତ୍ରୀ ଘାସାନ୍ ମୋୖମନ୍ ସ୍ୱୀକାର କରିଛନ୍ତି ଯେ ଏହାର ସୈନ୍ୟବାହିନୀରେ ଭାରତ ଦାନ କରିଥିବା ତିନିଟି ବିମାନ ଚଳାଇବାରେ ସକ୍ଷମ ପାଇଲଟ୍ ଅଭାବ ରହିଛି। ଯାହାକି ଭାରତୀୟ ପ୍ରତିରକ୍ଷା କର୍ମଚାରୀ ମାଳଦ୍ଵୀପ ଦେଶ ଛାଡିବାର କିଛି ଦିନ ପରେ ଏହା ଘଟିଛି।

ରବିବାର ମାଲେରେ ଏକ ଗଣମାଧ୍ୟମ ସମ୍ମିଳନୀରେ ପ୍ରତିରକ୍ଷା ମନ୍ତ୍ରୀ ଘାସନ୍ ମୋୖମୁନ୍ କହିଛନ୍ତି ଯେ ବିମାନ ଉଡ଼ାଣ ପାଇଁ ଲାଇସେନ୍ସପ୍ରାପ୍ତ ଲୋକ ନାହାଁନ୍ତି।

ମୋୖମନ୍ ସ୍ପଷ୍ଟ କରିଛନ୍ତି ଯେ ପୂର୍ବ ପ୍ରଶାସନ ଅଧୀନରେ ବିମାନ ଉଡ଼ାଣ ପାଇଁ ତାଲିମ ଆରମ୍ଭ କରିଥିବା ମାଲଦ୍ୱୀପ ସୈନିକମାନେ ନିର୍ଦ୍ଦିଷ୍ଟ କାରଣରୁ ଏହି କାର୍ଯ୍ୟକ୍ରମ ଶେଷ କରିବାରେ ଅସମର୍ଥ ହୋଇଥିଲେ।

ଦୁଇ ଦେଶ ମଧ୍ୟରେ ହୋଇଥିବା ଚୁକ୍ତିନାମାର ଅଂଶ ଭାବରେ ଫେବୃଆରୀରେ ଧାର୍ଯ୍ୟ ସମୟସୀମା ପାଳନ କରି ଭାରତୀୟ କର୍ମଚାରୀମାନେ ଶୁକ୍ରବାର ଦିନ ମାଲଦ୍ୱୀପ ଛାଡିଛନ୍ତି। ନଭେମ୍ବର 2023 ରେ କାର୍ଯ୍ୟଭାର ଗ୍ରହଣ କରିବାର କିଛି ସମୟ ପରେ ଚୀନ୍ ସମର୍ଥକ ଆଭିମୁଖ୍ୟ ପାଇଁ ଜଣାଶୁଣା ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ଦ୍ୱାରା ଏହି ଚୁକ୍ତିନାମା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?