ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ବୟାନ ପରେ ଭାରତ କ୍ଷୁବ୍ଧ, ମାଳଦ୍ଵୀପ ହାଇକମିଶନଙ୍କୁ ସମନ

ନୂଆଦିଲ୍ଲୀ,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଆପତ୍ତିଜନକ ବୟାନ ଦେବା ମାଳଦ୍ଵୀପ ଉପରେ ଭାରି ପଡ଼ିଛି। ପ୍ରଥମେ ସୋସିଆଲ ମିଡିଆରେ ମାଳଦ୍ଵୀପକୁ ବଏକଟ କରିବା ପାଇଁ ଏକ ଅଭିଯାନ ଆରମ୍ଭ ହୋଇଥିଲା, ଏହା ପରେ ଅଗ୍ରଣୀ ଭାରତୀୟ ଟ୍ରାଭେଲ କମ୍ପାନୀଗୁଡିକ ମାଲଦ୍ୱୀପକୁ ବିମାନ ଏବଂ ହୋଟେଲ ବୁକିଂ ବାତିଲ କରିଦେଇଥିଲେ ଏବଂ ବର୍ତ୍ତମାନ ଭାରତ ସରକାର ଏବେ ମାଳଦ୍ଵୀପର ହାଇ କମିଶନରଙ୍କୁ ସମନ କରିଛନ୍ତି।

ମାଳଦ୍ଵୀପର ମହିଳା ମନ୍ତ୍ରୀ ମରିୟମ ଶିଆନା ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ମାଳଦ୍ଵୀପର ମହମ୍ମଦ ମୁଇଜୋ ସରକାରଙ୍କ ସହ ଭାରତ ଏହି ପ୍ରସଙ୍ଗ ଉଠାଇଥିଲା। ମାଲେ ରେ ଭାରତୀୟ ଉଚ୍ଚ କମିଶନର ମନ୍ତ୍ରୀଙ୍କ ମନ୍ତବ୍ୟକୁ ତୀବ୍ର ବିରୋଧ କରିଥିଲେ। ଭାରତର ଆପତ୍ତି ପରେ ମାଳଦ୍ଵୀପ ସରକାର ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ, ଏହା ସେମାନଙ୍କର ବ୍ୟକ୍ତିଗତ ମତ। ମନ୍ତ୍ରୀଙ୍କ ମନ୍ତବ୍ୟ ମାଳଦ୍ଵୀପ ସରକାରଙ୍କ ମତକୁ ସମର୍ଥନ କରୁନାହିଁ।

ପରେ ଭାରତର ଦୃଢ଼ ଆପତ୍ତି ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ ମାଳଦ୍ଵୀପ ସରକାର ମନ୍ତ୍ରୀ ମରିୟମ ଶିଆନା ଏବଂ ମାଲଶା ସରିଫ ଏବଂ ମହଜୁମ ମଜିଦଙ୍କୁ ନିଲମ୍ବିତ କରିଛନ୍ତି। ମାଳଦ୍ଵୀପ ସରକାରୀ ମୁଖପାତ୍ର ମନ୍ତ୍ରୀ ଇବ୍ରାହିମ ଖଲିଲ କହିଛନ୍ତି ଯେ ବିବାଦୀୟ ମନ୍ତବ୍ୟ ପାଇଁ ତୁରନ୍ତ ତିନିଜଣ ମନ୍ତ୍ରୀଙ୍କୁ ସେମାନଙ୍କ ପଦରୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?