ଭାରତ ସହ ବିବାଦ ପରେ ମାଳଦ୍ଵୀପରେ ରାଜନୈତିକ ଅସ୍ଥିରତା! ରାଷ୍ଟ୍ରପତିଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ, ୯ା୧: ଭାରତର ଶକ୍ତିକୁ ଅଣଦେଖା କରିବା ମାଳଦ୍ଵୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ପାଇଁ ମହଙ୍ଗା ପଡିପାରେ। ପୂର୍ବରୁ ମାଳଦ୍ଵୀପର ବିରୋଧୀମାନେ ଭାରତ ସହିତ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ସେଠାରେ ସରକାରଙ୍କୁ ଦାୟୀ କରୁଛନ୍ତି ଏବଂ ବର୍ତ୍ତମାନ ରାଷ୍ଟ୍ରପତି ମୁଇଜୁଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି।

ମାଲଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କୁ ହଟାଇବା ପାଇଁ ସଂସଦୀୟ ସଂଖ୍ୟାଲଘୁ ନେତା ଅଲି ଅଜିମ ଦାବି କରିଛନ୍ତି। ମୁଇଜୁଙ୍କୁ ଚେୟାରରୁ ବହିଷ୍କାର କରିବାରେ ସାହାଯ୍ୟ କରିବାକୁ ସେ ମାଲଦ୍ୱୀପର ନେତାମାନଙ୍କୁ ଅନୁରୋଧ କରିଛନ୍ତି। ଅଲି ଅଜିମ କହିଛନ୍ତି ଯେ ଆମର ମାଲଦ୍ୱୀପ ଡେମୋକ୍ରାଟିକ୍ ପାର୍ଟି (ଏମଡିପି) ଦଳ ମାଲଦ୍ୱୀପର ବୈଦେଶିକ ନୀତିରେ ସ୍ଥିରତା ବଜାୟ ରଖିବାକୁ ପ୍ରତିଶ୍ରୁତିବଦ୍ଧ। କୌଣସି ପଡୋଶୀ ଦେଶକୁ ଆମର ବୈଦେଶିକ ନୀତିରୁ ବିଚ୍ଛିନ୍ନ ହେବାକୁ ଦେବୁ ନାହିଁ। ସେ ତାଙ୍କ ଦଳର ବରିଷ୍ଠ ନେତାମାନଙ୍କୁ ପଚାରିଥିଲେ ଯେ ସେମାନେ ରାଷ୍ଟ୍ରପତି ମୁଇଜୁଙ୍କ ବିରୋଧରେ ଏକ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ କି?

ଭାରତ ସହିତ ବିବାଦ କରିବା ମାଳଦୀପ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବଡ଼ ସଂଖ୍ୟାରେ ଭାରତୀୟ ପର୍ଯ୍ୟଟକ ଏବଂ ଟ୍ରାଭେଲ କମ୍ପାନୀ ବୁକିଂ ବାତିଲ କରୁଛନ୍ତି। ଏଭଳି ସ୍ଥିତିରେ ଏବେ ମାଳଦୀପ ଟୁରିଜିମ ଆସୋସିଏସନ ମଧ୍ୟ ଏହାର ମନ୍ତ୍ରୀ ମାନନ୍କର ଆଲୋଚନା କରିଛି। ମାଳଦୀପ ଆସୋସିଏସନ ଅଫ ଟୁରିଜିମ ଇଣ୍ଡଷ୍ଟ୍ରି(ଏମଏଟିଆଇ) ବୟାନ ଜାରି କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟଙ୍କ ବିରୋଧରେ ମନ୍ତ୍ରୀମାନେ ଦେଇଥିବା ବ୍ୟାନର ନିନ୍ଦା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri