ମୁମ୍ବାଇ ବସ୍ତିର ଝିଅ ମଲିଶା ରାତାରାତି ହେଲେ ପ୍ରସିଦ୍ଧ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ ବସ୍ତିରେ ରହୁଥିବା ଝିଅ ମଲିଶା ଖାରଓ୍ବା ଏବେ ଖୁବ୍‌ ଚର୍ଚ୍ଚାରେ। ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ଫଲୋଅର୍ସଙ୍କ ତାଲିକା ମଧ୍ୟ କ୍ରମାଗତ ଭାବେ ବଢ଼ିଚାଲିଛି। ଏହାର କାରଣ ହେଉଛନ୍ତି ହଲିଉଡ୍‌ ଅଭିନେତା ରବର୍ଟ ହୋଫମ୍ୟାନ୍‌। ପ୍ରକୃତ କଥା ହେଲା, ଗତ ଫେବୃୟାରୀରେ ରବର୍ଟ ନିଜର ଏକ ମ୍ୟୁଜିକ ଭିଡିଓ ପାଇଁ ଭାରତ ଆସିଥିଲେ। ଏହି ଅବସରରେ ତାଙ୍କର ମଲିଶାଙ୍କ ସହ ସାକ୍ଷାତ ହୋଇଥିଲା। ମଲିସା ଜଣେ ମଡେଲ ହେବାକୁ ଚାହୁଁଥିବା ରବର୍ଟଙ୍କୁ କହିଥିଲେ। ଏହାପରେ ରବର୍ଟ ଏଥିରେ ତାଙ୍କୁ ସହଯୋଗ କରୁଛନ୍ତି। ଏହା ପରଠାରୁ ରବର୍ଟ ଏବଂ ମଲିଶାଙ୍କ ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏକ ଭିଡିଓରେ ମଲିଶା ରବର୍ଟଙ୍କୁ ହିନ୍ଦୀ ଶିଖାଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ଗ୍ରହଣ ପରେ ଉପହାରରେ ମିଳିଲା କାର୍‌-ବୁଲେଟ- ହୁକ୍କା

ସୋନିପତ୍‌,୪।୨: ଅବସର ଗ୍ରହଣ କରିବା ସମୟରେ କର୍ମଚାରୀଙ୍କ ସମ୍ମାନରେ କେତେକ କାର୍ଯ୍ୟାଳୟରେ ସହକର୍ମୀମାନଙ୍କ ଦ୍ୱାରା ଏକ ସଭାର ଆୟୋଜନ କରାଯାଇଥାଏ। ଏହି ସଭାରେ ଅବସର ନେଉଥିବା...

୫୩ ବର୍ଷ ପରେ ମିଳିଲା ହଜିଲା ପର୍ସ

ଓ୍ବାଶିଂଟନ, ୭।୨: ଆଣ୍ଟ୍ରାକ୍ଟିକାରେ ୫୩ ବର୍ଷ ତଳେ ହଜିଥିବା ଏକ ପର୍ସ ଏବେ ଆମେରିକାରୁ ମିଳିଛି। ପର୍ସର ମାଲିକ ୯୧ ବର୍ଷ ବୟସ୍କ ପୋଲ ଗ୍ରିଶାମ୍‌...

‘କେହି ଆମ ବିଷୟରେ ଭାବୁନାହାନ୍ତି ’ କହି ଭାଙ୍ଗିପଡ଼ିଲେ ଆଫଗାନିସ୍ତାନର ଏହି ଝିଅ; ଭିଡିଓ ଦେଖିଲେ…

କାବୁଲ: ଆଜିକାଲି ସମଗ୍ର ବିଶ୍ୱର ଆଖି ଆଫଗାନିସ୍ତାନ ଉପରେ ରହିଛି। ତାଲିବାନ ଏହାକୁ କବ୍ଜା କରିବା ମାତ୍ରେ ଚାରିଆଡେ ହାହାକାର ସ୍ଥିତି ଉପୁଜିଛି। ସୋସିଆଲ ମିଡିଆରେ...

ଅଧିକ ଚାପରେ ଏବର ମଧ୍ୟବୟସ୍କ

ନ୍ୟୁୟର୍କ: ୧୯୯୦ ଅପେକ୍ଷା ବର୍ତ୍ତମାନର ମଧ୍ୟ ବୟସ୍କମାନେ ଅଧିକ ଚାପରେ ରହୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଏପରିକି କୋଭିଡ୍‌-୧୯ ଆରମ୍ଭ ହେବା ପୂର୍ବରୁ ଏଭଳି ସ୍ଥିତି...

କରୋନାରୁ ସୁସ୍ଥ ହେବା ପରେ ପ୍ରଥମଥର ଏକାଠି ନଜର ଆସିଲେ ମଲାଇକା-ଅର୍ଜୁନ

ମୁମ୍ବାଇ: କିଛିଦିନ ପୂର୍ବେ ବଲିଉଡ୍ ନାୟକ ଅର୍ଜୁନ କପୁର କରୋନାରେ ପୀଡ଼ିତ ହୋଇଥିବା କଥା ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଥିଲେ । ଆଉ ଏହାର କିଛିଦିନ...

ଜର୍ମାନୀରେ ଭାରତ-ମୋଦି ବିରୋଧୀ ରାଲି କରୁଥିଲେ ପାକିସ୍ତାନୀ: ହାତରେ ତ୍ରିରଙ୍ଗା ଧରି ଏକା ଲଢ଼ିଲେ ଜଣେ ଭାରତୀୟ, ଆଉ ତା ପରେ…

ଫ୍ରାଙ୍କଫର୍ଟ,୧୮।୮: ପାକିସ୍ତାନ ବିଦେଶରେ ଭାରତ ବିରୋଧୀ ପ୍ରଚାର ପାଇଁ ଲଗାତାର ଭାବେ ଅର୍ଥ ପ୍ରଦାନ କରୁଛି। କଶ୍ମୀର ପ୍ରସଙ୍ଗରେ ହାର୍‌ ମିଳିବା ପରେ ପାକିସ୍ତାନ ଏବେ...

ବିବାହ ପୂର୍ବରୁ ମା’ ହୋଇଯାଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କୋଙ୍କଣା ସେନ ଶର୍ମା ଆଜି ତାଙ୍କର ୪୧ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନୟ ଜରିଆରେ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି...

ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ ପାଇଁ କୋଟି କୋଟି ଟଙ୍କା ନିଅନ୍ତି ଶାହାରୁଖ

ମୁମ୍ବାଇ: ଶାହାରୁଖ ଖାଁ ବଲିଉଡର ଜଣେ ଆଗଧାଡିର କଳାକାରଙ୍କ ମଧ୍ୟରୁ ଅନ୍ୟତମ । ବଲିଉଡର ଏହି ବାଦଶାହାଙ୍କୁ ୨୦୧୮ ପରଠାରୁ ଆଉ ସିଲଭର ସ୍କ୍ରିନରେ ଦେଖିବାକୁ...

Advertisement
Archives

Model This Week