୧୩ ଜିଲାବାସୀଙ୍କୁ ମାଲକାନଗିରି ମନା

କୋରୁକୋଣ୍ଡା, ୧୧।୭(ଡି.ଏନ୍‌.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏ ନେଇ ସବୁ ଜିଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରାଯାଉଛି। ଏହାରି ମଧ୍ୟରେ ମାଲକାନଗିରି ଜିଲାରେ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି। ମାଲକାନଗିରି ଜିଲାକୁ ୧୩ ଜିଲାବାସୀଙ୍କ ପ୍ରବେଶକୁ ବାରଣ କରାଯାଇଛି। ଏହି ୧୩ ଜିଲାଗୁଡିକ ହେଲେ ଖୋର୍ଦ୍ଧା, ଯାଜପୁର, କଟକ, ଗଞ୍ଜାମ, ଭଦ୍ରକ, ପୁରୀ, ଢେଙ୍କାନାଳ, ବାଲେଶ୍ବର, ନୟାଗଡ଼, କେନ୍ଦ୍ରାପଡ଼ା, ଗଜପତି, ଜଗତସିଂହପୁର, ଓ ସୁନ୍ଦରଗଡ଼। ତେବେ ଯଦି ଏହି ୧୩ ଜିଲାରୁ କେହି ଆସନ୍ତି ତେବେ ପ୍ରଥମେ ସେମାନେ ୧୪ ଦିନ କ୍ବାରାଣ୍ଟାଇନରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ବରୀ ବ୍ଲକରେ କରୋନା ପଜିଟିଭ୍‌ ଚିହ୍ନଟ ପରେ ପ୍ରଶାସନର ତତ୍ପରତା: ବିଭିନ୍ନ ଛକକୁ କରାଯାଉଛି ସାନିଟାଇଜେଶନ୍‌

ରତ୍ନଗିରି,୨।୫(ଡି.ଏନ୍‌.ଏ.): ଶନିବାର ଯାଜପୁର ଜିଲାରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ବରୀ ବ୍ଲକ ଅଞ୍ଚଳର ୩ ଜଣ ରହିଛନ୍ତି। ଏହା ଜଣାପଡ଼ିବା...

ଖର୍ଚ୍ଚ ହେଉଛି, ମିଳୁନି ପାଣି

ଯାଜପୁର ଅଫିସ,୪ା୨: ରାଜ୍ୟର ଖଣି ପ୍ରଭାବିତ ୬ ଜିଲାରେ ଓଏମ୍‌ବିଏଡିସିି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ୨୦ଟି ମେଗା ପାଇପ୍‌ ଜଳଯୋଗାଣ...

୩ ଟନ୍‌ରୁ ଊର୍ଦ୍ଧ୍ୱ ଚୋରା କୋଇଲା ଜବତ

ପଦ୍ମପୁର, ୧୦।୭ (ଡି.ଏନ.ଏ.): ଭଦ୍ରକ ସଦର ବ୍ଲକର ବ୍ରହ୍ମପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସାମ୍ନାରୁ ଏସ୍‌ଟିଏଫ୍‌ (ସ୍ପେଶାଲ ଟାସ୍କଫୋର୍ସ) ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ୍‌...

ଘରେ ଶୋଇଥିବାବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ ରାତିରେ କଳକନା ବୁଲାଇଛନ୍ତି ଦୁର୍ବୃତ୍ତ ।...

ଇରାନରୁ ଫେରିଲେ ୨୭୫ ଭାରତୀୟ

ଯୋଧପୁର,୨୯।୩: କରୋନା ଭାଇରସ ଯୋଗୁ ଇରାନରେ ଫସି ରହିଥିବା ୨୭୫ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ରବିବାର ସକାଳେ ଏକ ସ୍ବତନ୍ତ୍ର ବିମାନରେ ଏମାନେ ରାଜସ୍ଥାନର...

ବଡ଼ଦାଣ୍ଡସାହି ରାସ୍ତା ନବୀକରଣ ଦାବି

ଆଠମଲ୍ଲିକ,୮।୫(ଡି.ଏନ.ଏ.): ଚଳିତବର୍ଷ ରଥଯାତ୍ରା ପୂର୍ବରୁ ଆଠମଲ୍ଲିକ ସହରସ୍ଥିତ ବଡ଼ଦାଣ୍ଡର ନବୀକରଣ କରିବାକୁ ସାଧାରଣରେ ଦାବି ହେଉଛି। ଦୀର୍ଘଦିନ ହେବ ଏହି ରାସ୍ତା ମରାମତି କରାଯାଇ ନାହିଁ। ପାନୀୟ...

ଇୟରଫୋନ୍‌ରେ ଗୀତ ଶୁଣିବା ହେଲା କାଳ: ଟ୍ରେନ୍‌ ଧକ୍କାରେ ଯୁବତୀଙ୍କ ମୃତ୍ୟୁ

ବିଷମକଟକ,୮ା୧୧: ଇୟରଫୋନ୍‌ରେ ଗୀତ ଶୁଣିବା ହେଲା କାଳ। କାନରେ ଇୟରଫୋନ୍‌ ଲଗାଇ ରେଳ ଧାରଣାରେ ଚାଲି ଚାଲି ଯାଉଥିବା ଜଣେ ଯୁବତୀଙ୍କ ଟ୍ରେନ୍‌ ଧକ୍କାରେ ମୃତ୍ୟୁ...

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଗିରଫ

ଡୁବୁରୀ/କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ନାବାଳିକାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ...

Advertisement
Archives

Model This Week