ମାଲକାନଗିରି ଜିଲାପାଳଙ୍କୁ କରୋନା

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାପାଳ ଓ୍ବାଇ ବିଜୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମାଲକାନଗିରି ଜିଲ୍ଲାପାଳ ଓ୍ବାଇ ବିଜୟଙ୍କ ପରିବାରର ୪ ଜଣ ସଦସ୍ୟଙ୍କ ସହ ତାଙ୍କ ସରକାରୀ ବାସଭବନର ମୋଟ୍‌ ୬ ଜଣ କରୋନା ସଂକ୍ରମିତ ହୋଇଥିବା ନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଆକ୍ରାନ୍ତ ଥିବା ସମସ୍ତ ୬ ଜଣ ହୋମ୍‌ ଆଇସୋଲେଶନରେ ରହିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri