ମାଲକାନଗିରି ବନ୍ୟା: ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା,୯।୮(ଡି.ଏନ୍‌.ଏ.): ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା। ଏହାର ପ୍ରଭାବରେ ମାଲକାନଗିରି ଜିଲା କାଙ୍ଗୁରକୋଣ୍ଡା ପୋଲ ଉପରେ ୪ଫୁଟ୍‌ର ବନ୍ୟା ପାଣି ପ୍ରବାହିତ ହେଉଛି l ଏହି ବନ୍ୟା ପାଣି ଯୋଗୁ ଉଭୟ କୂଳରେ ଶତାଧିକ ଗାଡି ଅଟକି ରହିଛି। ସେହିପରି ମାଲକାନଗିରିଠୁ ମୋଟୁ ୩୨୬ନମ୍ବର ଜାତୀୟ ରାଜପଥ ଯାତାୟାତ ବନ୍ଦ ହୋଇଯାଇଛି l ଏଥି ସହ ସୁକୁମା ନଦୀ ପୋଲ ଉପରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ମାଲକାନଗିରି ଓ ଛତିଶଗଡ଼କୁ ଯୋଗାଯୋଗ ମଧ୍ୟ ବିଚ୍ଛିନ୍ନ ହୋଇଯାଇଛି । ଯଦି ଏପରି ବର୍ଷା ଲାଗି ରହେ ତେବେ ଅନେକ ତଳୁଆ ଅଞ୍ଚଳ ଗୁଡିକ ବୁଡିଯିବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri