ମାଲକାନଗିରି ବନ୍ୟା: ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା,୯।୮(ଡି.ଏନ୍‌.ଏ.): ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା। ଏହାର ପ୍ରଭାବରେ ମାଲକାନଗିରି ଜିଲା କାଙ୍ଗୁରକୋଣ୍ଡା ପୋଲ ଉପରେ ୪ଫୁଟ୍‌ର ବନ୍ୟା ପାଣି ପ୍ରବାହିତ ହେଉଛି l ଏହି ବନ୍ୟା ପାଣି ଯୋଗୁ ଉଭୟ କୂଳରେ ଶତାଧିକ ଗାଡି ଅଟକି ରହିଛି। ସେହିପରି ମାଲକାନଗିରିଠୁ ମୋଟୁ ୩୨୬ନମ୍ବର ଜାତୀୟ ରାଜପଥ ଯାତାୟାତ ବନ୍ଦ ହୋଇଯାଇଛି l ଏଥି ସହ ସୁକୁମା ନଦୀ ପୋଲ ଉପରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ମାଲକାନଗିରି ଓ ଛତିଶଗଡ଼କୁ ଯୋଗାଯୋଗ ମଧ୍ୟ ବିଚ୍ଛିନ୍ନ ହୋଇଯାଇଛି । ଯଦି ଏପରି ବର୍ଷା ଲାଗି ରହେ ତେବେ ଅନେକ ତଳୁଆ ଅଞ୍ଚଳ ଗୁଡିକ ବୁଡିଯିବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri