ଏହି ମାଓବାଦୀଙ୍କୁ ଗିରଫ କଲା ମାଲକାନଗିରି ପୋଲିସ: ୨୦୧୯ ବିସ୍ଫୋରଣରେ ଥିଲା ହାତ

କୋରୁକୋଣ୍ଡା,୮।୮(ଡି.ଏନ୍‌.ଏ.): ମାଲକାନଗିରି ପୋଲିସ ପକ୍ଷରୁ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେ ହେଲେ ସମରା ବଜ। ସମରା ଦୀର୍ଘ ଦିନରୁ ମାଓବାଦୀ ସଙ୍ଗଠନ ପାଇଁ କାର୍ଯ୍ୟ କରି ଆସୁଥିଲେ। ସମରା ମାଲକାନଗିରି ଜିଲାର ବଜଗୁଡା ଗ୍ରାମରେ ରହୁଥିଲେ। ସେ ମାଓବାଦୀ ସଙ୍ଗଠନକୁ ବିଭିନ୍ନ ସାହାଯ୍ୟ କରିବା ସହ ୨୦୧୯ରେ ହୋଇଥିବା ଏକ ବିସ୍ଫୋରଣ ଘଟଣାରେ ମଧ୍ୟ ସାମିଲ ଥିବା ଜଣାପଡ଼ିଛି। ତେବେ ସମରା ନିଜ ଗ୍ରାମ ବଜଗୁଡାରେ ଥିବା ବେଳେ ମୁଦୁଲିପଡା ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ପଛପଟୁ ପିଟିଲା ଟ୍ରକ୍‌: ମା’, ଝିଅ ମୃତ; ବାପା ଗୁରୁତର

ରୂପ୍‌ସା/ବସ୍ତା, ୧।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ଅନ୍ତର୍ଗତ ଜୁକନଣ୍ଡି ଛକଠାରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ପଛପଟୁ ଏକ...

ବର୍ଷା ଅଭାବ : ଚାଷକାର୍ଯ୍ୟ ପ୍ରଭାବିତ, ଚିନ୍ତାରେ ଚାଷୀ

ହିଞ୍ଜିଳିକାଟୁ,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହଞ୍ଜିଳିକାଟୁ ବ୍ଲକ ଓ ମ୍ୟୁନିସପାଲଟି ଅଞ୍ଚଳରେ ଜୁନ୍‌ରୁ ମୌସୁମୀ ବର୍ଷା ଆଶା ଠାରୁ ଯଥେଷ୍ଟ କମ୍‌ ହୋଇଛି। ଅନିୟମିତ ବର୍ଷା ଫଳରେ...

ଟୋକନ ନ ମିଳିବାରୁ ଖୋଲିନି ମଣ୍ଡି

ଯାଜପୁର ଅଫିସ,୩୧-୧:ଯାଜପୁର ଜିଲାରେ ଧାନ ସଂଗ୍ରହରେ ବିଳମ୍ବ କାରଣରୁ ଚାଷୀ ବହୁଳ ଭାବେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ପୂର୍ବରୁ ଧାନ ଅମଳ କରି ଚାଷୀ...

ହାତୀଦାନ୍ତ ବିକ୍ରି ପାଇଁ ଉଦ୍ୟମ, ୨ ତସ୍କରଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼, ୧୩।୧୨(ଡି.ଏନ୍‌.ଏ.): ହାତୀ ଦାନ୍ତ ଜବତ କରିବା ସହ ଦୁଇ ତସ୍କରଙ୍କୁ ଗିରଫ କରିଛି ରିଆମାଳ ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ତିଲେଇବଣି ବ୍ଲକ...

ହଂସୁଆ ପୋଲରୁ ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାଜନଗର,୨୬।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହଂସୁଆ ପୋଲରୁ ନଦୀକୁ ଡେଇଁ ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ କାବୁ କରାଯାଇ ପୋଲିସ ଜିମା...

ଛାନୁଆ ଗାଁ ରାସ୍ତାରେ ଆଣ୍ଠୁଏ ପାଣି: ଦୁର୍ଦ୍ଦଶା ଭୋଗୁଛନ୍ତି ଶହେ ପରିବାର

ରୂପ୍‌ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ...

କୁଡ଼ିଆରେ ଜଳିଗଲେ ମହିଳା

ଢେଙ୍କାନାଳ ଅଫିସ/ କାମାକ୍ଷାନଗର(ଡି.ଏନ.ଏ.), ୬।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ପଞ୍ଚାୟତ ଅନ୍ତର୍ଗତ ଚୁନରଗଡ଼ି ଗ୍ରାମର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ କୁଡ଼ିଆରୁ ଶୁକ୍ରବାର...

ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳରୁ ୫ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୧୯ା୨- ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୫ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଜିଲା ଚାଇଲ୍ଡ ପ୍ରୋଟେକ୍ସନ ଅଫିସର, ଚାଇଲ୍ଡ ଲାଇନ୍‌, ସିଡବ୍ଲ୍ୟୁସି ସଦସ୍ୟ,...

Advertisement
Archives

Model This Week