ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇଛନ୍ତି।

ଗୁରୁବାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ମାଲକାନଗିରି ଗସ୍ତରେ ଯାଇ ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ  ଆଲୋଚନା କରିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖି  କହିଥିଲେ ଦୁଇ ଗୋଷ୍ଠୀ ଦାବିପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବି। ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଥିଲେ।

ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ବସିଥିଲା। ଜିଲାପାଳ, ଏସ୍‌ପି, ଡିଆଜି, ଏଡିଜିଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri