ଫେରିବେ ମଲ୍ଲିକା

ମୁମ୍ବାଇ: କିଛିଦିନର ବିରତି ପରେ ଏବେ ପୁଣିଥରେ ବଡ ପରଦାକୁ ଫେରିଛନ୍ତି ବଲିଉଡ ବୋଲ୍ଡ କୁଇନ ମଲ୍ଲିକା ଶେରାୱତ । ଫିଲ୍ମ ‘ଆରକେ’ରେ ତାଙ୍କୁ ଦେଖିବାକୁ ମିଳିବ । ଏହି ଫିଲ୍ମ ଜଣେ ଚିନ୍ତିତ ନିର୍ଦ୍ଦେଶକ(ଆରକେ)ଙ୍କ କାହାଣୀ ଉପରେ ପର୍ଯ୍ୟବେଶିତ । ଆଉ ଏହି ଫିଲ୍ମ ଜରିଆରେ ମଲ୍ଲିକା ଶେରାୱତଙ୍କ ସହ ରଜତ କପୁର କାମ କରୁଛନ୍ତି । ଏସବୁ ଭିତରେ ଏବେ ଫିଲ୍ମର ରିଲିଜ୍ ଡେଟ ବି ଘୋଷଣା ହୋଇଯାଇଛି ।
ଫିଲ୍ମର କାହାଣୀ ଆରକେ ନାମକ ନିର୍ଦ୍ଦେଶକଙ୍କ ଉପରେ ଆଧାରିତ, ଯିଏ ନିଜର ନୂଆ ଫିଲ୍ମ ଶୁଟିଂ ଶେଷ କରୁଛନ୍ତି । ହେଲେ ଏଡିଟ ଟେବଲରେ ତାଙ୍କୁ ସବୁକଥା ଠିକ୍ ଲାଗୁ ନ ଥିଲା । ଆରକେଙ୍କ ମନରରେ କିଛି ଭୁଲଭାଲ କଥା ଆସୁଥିଲା । ଯାହା ତାଙ୍କୁ ଡରାଉଥିଲା । ଆଉ ତାଙ୍କ ଖରାପ ସ୍ୱପ୍ନ ସତ ବି ହୋଇଗଲା । ସୂଚନାଯୋଗ୍ୟ, ଏଡିଟ ରୁମରେ ତାଙ୍କୁ ଏକ ଫୋନ ଆସୁଛି । ଆଉ ଏଥିରେ କୁହାଯାଉଛି କି ଫିଲ୍ମର ହିରୋ ପ୍ରୋଜକ୍ଟରୁ ବାହାରି ଯାଇଛନ୍ତି । ଏହି ଫୋନକଲ ତାଙ୍କୁ ଚିନ୍ତାରେ ପକାଇ ଦେଇଛି ।
ଏହି ଫିଲ୍ମ ୨୨ ଜୁଲାଇ ୨୦୨୨ରେ ରିଲିଜ୍ ହେବ । ଏହା ରିଲିଜ ପୂର୍ବରୁ କିଛି ଅନ୍ତରାଷ୍ଟ୍ରୀୟ ଫିଲ୍ମ ଫେଷ୍ଟିକଭାଲରେ ପ୍ରଦର୍ଶିତ ହୋଇ ସାରିଛି । ସେଥିରେ ରହିଛି ସାଂଘାଇ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ, ଫ୍ଲୋରେନ୍ସରେ ରିଭର ଟୁ ରିଭର ଫେଷ୍ଟିଭାଲ, ବୁକିୟନ ଇଣ୍ଟରନ୍ୟାଶନାଲ ଫାଣ୍ଟାଷ୍ଟିକ ଫିଲ୍ମ ଫେଷ୍ଟିଭାଲ ଆଦିରେ ଏହାର ପ୍ରିମିୟର ହୋଇ ସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri