ଅଭିନେତ୍ରୀ ହେବା ପୂର୍ବରୁ ପାଇଲଟ୍‌ଙ୍କୁ ବିବାହ କରିଥିଲେ ଏହି ବୋଲ୍ଡ ନାୟିକା: ଏବେ ୪୪ବର୍ଷରେ ବି ଉଡାଉଛନ୍ତି ହୋସ୍‌

ବମ୍ବେ: ବର୍ଷ ୨୦୨୦ର ଶେଷଦିନରେ ହଟ୍‌ ଫଟୋକୁ ନେଇ ଚର୍ଚ୍ଚାରେ ମଲ୍ଲିକା ଶେରାଓ୍ବତ। ନିଜର ସୋସିଆଲ ପୃଷ୍ଠାରେ ବିକିନି ପିନ୍ଧା ଫଟୋ ଶେୟାର କରିଛନ୍ତି ୪୪ ବର୍ଷୀୟ ମଲ୍ଲିକା। ହଳଦିଆ ରଙ୍ଗର ବିକିନି ପିନ୍ଧି ସେ ବେଶ୍‌ ସୁନ୍ଦର ଲାଗୁଛନ୍ତି। ପ୍ରଶଂସକମାନେ ଉକ୍ତ ଫଟୋକୁ ଦେଖି ନୂଆବର୍ଷ ପୂର୍ବରୁ ସେ ନିଆଁ ଲଗାଉଛନ୍ତି ବୋଲି କହିଛନ୍ତି। ଶେୟାର କରିବା କିଛି ଘଣ୍ଟା ମଧ୍ୟରେ ଲକ୍ଷ ଲକ୍ଷ ପ୍ରଶଂସକ ଏହାକୁ ପସନ୍ଦ କରିଛନ୍ତି।

୨୦୦୨ରେ ‘ଜିନା ସିର୍ଫ ମେରେ ଲିଏ’ ଫିଲ୍ମରୁ ଡେବ୍ୟୁ କରିଥିଲେ ମଲ୍ଲିକା। ଏହାପରେ ୨୦୦୩ରେ ‘ଖ୍ବାହିସ୍‌’ରେ ସେ ନଜର ଆସିଥିଲେ। ତାଙ୍କର ବୋଲ୍ଡନେସ୍‌କୁ ନେଇ ସେ ଗ୍ଲାମର୍ସ ଅଭିନେତ୍ରୀ ଭାବେ ପରିଗଣିତ ହେଉଛନ୍ତି। ହେଲେ ସିନେଜଗତକୁ ଆସିବା ପୂର୍ବରୁ ଏୟାରହୋଷ୍ଟ୍ରେସ୍‌ ଥିଲେ ସେ। ହେଲେ ଅଭିନୟ ପାଇଁ ସେ ପେସାକୁ ଛାଡ଼ି ଦେଇଥିଲେ। ସେତେବେଳକୁ ସେ ବିବାହ ମଧ୍ୟ କରିନେଇଥିଲେ। ଜେଟ୍‌ ଏୟାରଓ୍ବେଜ୍‌ର ପାଇଲଟ୍‌ କରନ ସିଂହଙ୍କୁ ବିବାହ କରିଥିଲେ ହେଁ ପରେ ତାଙ୍କୁ ଛାଡ଼ପତ୍ର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri