Posted inଜାତୀୟ

ଅକ୍ଟୋବର ୨୬ରେ ଅଧ୍ୟକ୍ଷ ପଦ ସମ୍ଭାଳିବେ ଖର୍ଗେ

ନୂଆଦିଲ୍ଲୀ,୨୧ ।୧୦: କଂଗ୍ରେସର ନବ ନିର୍ବାଚିତ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେଙ୍କୁ ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଦେଶର ସବୁଠାରୁ ପୁରୁଣା ଦଳକୁ ମଜଭୁତ କରିବାକୁ ପଡିବ । ଏଥିପାଇଁ ଖର୍ଗେଙ୍କ ସାମ୍ନାରେ ରହିଛି ଅନେକ ଚ୍ୟାଲେଞ୍ଜ । ଦୀର୍ଘ ୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ ଅଧ୍ୟକ୍ଷ ହୋଇଥିବା ଖର୍ଗେଙ୍କ ପାଇଁ ପ୍ରଥମ ଚ୍ୟାଲେଞ୍ଜ ରହିବ ଗୁଜରାଟ ଓ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ । ଏହାସହ ରାଜସ୍ଥାନ ଓ କର୍ନାଟକରେ ବୃଦ୍ଧି ପାଇଥିବା ଆଭ୍ୟନ୍ତରିଣ କଳହ ବି ଖର୍ଗେଙ୍କ ପାଇଁ ଆଉ ଏକ ବଡ ଚ୍ୟାଲେଞ୍ଜ । ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ଦଳକୁ ଏକଜୁଟ କରିବା ଖର୍ଗେଙ୍କ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ହେବ । ଅକ୍ଟୋବର ୨୬ରେ ଖର୍ଗେ ଅଫିସିଆଲି ଅଧ୍ୟକ୍ଷ ପଦର କାର୍ଯ୍ୟଭାର ସମ୍ଭାଳିବେ ।

ହିମାଚଳ ପ୍ରଦେଶ ଓ ଗୁଜରାଟରେ ଭାରତୀୟ ଜନତା ପାର୍ଟି(ଭାଜପା)ର ସ୍ଥିତି ଖୁବ୍ ମଜଭୁତ ରହିଛି । ସେଥିପାଇଁ ଏଠାକାର ବିଧାନସଭା ନିର୍ବାଚନ ଖର୍ଗେଙ୍କ ପାଇଁ ପ୍ରଥମ ଚ୍ୟାଲେଞ୍ଜ ହେବ । ବର୍ତ୍ତମାନ କେବଳ ଦୁଇଟି ରାଜ୍ୟ ରାଜସ୍ଥାନ ଓ ଛତିଶଗଡ଼ରେ କଂଗ୍ରେସର ସରକାର ରହିଛି । ହିମାଚଳ ପ୍ରଦେଶ ଓ ଗୁଜରାଟ ପରୀକ୍ଷା ପରେ ୨୦୨୩ରେ ୯ ରାଜ୍ୟର ବିଧାନସଭା ନିର୍ବାଚନ ହେବ । ଯେଉଁଥିରେ ତାଙ୍କର ଗୃହ ରାଜ୍ୟ କର୍ନାଟକ ବି ରହିଛି । ଦଳ ମଧ୍ୟରେ ଅଭିଜ୍ଞତା ଥିବା ନେତା ଓ ଯୁବକଙ୍କ ମଧ୍ୟରେ ବି ସନ୍ତୁଳନ ରଖିବା ଖର୍ଗେଙ୍କ ପାଇଁ ଆଉ ଏକ ଚ୍ୟାଲେଞ୍ଜ ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri