Posted inଜାତୀୟ

‘ମୋଦି କହିଲେ ଠିକ, ରାହୁଲ କହିଲେ ଭୁଲ,’ ଖାର୍ଗେ କହିଲେ ଆମେ ବିକ୍ରମ ବେତାଳ ଭଳି…

ନୂଆଦିଲ୍ଲୀ,୧୩ ।୩: ରାଜ୍ୟ ସଭାରେ ବିରୋଧି ଦଳ ନେତା ତଥା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରାହୁଲ ଗାନ୍ଧୀଙ୍କୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ପିୟୁଷ ଗୋଏଲ ଦେଇଥିବା ବୟାନକୁ ନେଇ ପାଲଟା ଆକ୍ରମଣ କରିଛନ୍ତି । ଖାର୍ଗେ କହିଛନ୍ତି ଆମେ କୌଣସି କଲେଜରେ ଡେମୋକ୍ରାସି କଥା କହିଲେ ଆମକୁ ଦେଶଦ୍ରୋହୀ କୁହାଯାଉଛି, ବିଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନକୁ ନେଇ ଭାଜପା ଉପରେ ବର୍ଷିଛନ୍ତି କଂଗ୍ରେସ ଅଧ୍ୟକ୍ଷ । ଖାର୍ଗେ କହିଛନ୍ତି ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ବିଦେଶରେ ଏମିତି କଥା କହୁଛନ୍ତି ତେବେ ଏହା ସତ, ଆଉ ଯଦି ରାହୁଲ ଗାନ୍ଧୀ କହୁଛନ୍ତି ତାହା ଭୁଲ । ଏହା ଓଲଟା ଚୋର କୋତୱାଲ ଉପରେ ବର୍ଷିବା ଭଳି ।

ପାର୍ଲାମେଣ୍ଟରେ କହିବାକୁ ଦେଉ ନ ଥିବା ଅଭିଯୋଗକୁ ନେଇ ଖାର୍ଗେ କହିଛନ୍ତି, ଆମେ ଅଦାନୀ ପ୍ରସଙ୍ଗରେ ଜେପିସି ଗଠନ କରିବାକୁ ଦାବି କରୁଛୁ । ମୋତେ ୨ ମିନିଟ ପାଇଁ ମଧ୍ୟ କହିବାକୁ ଦିଆଗଲା ନାହିଁ । ପୀୟୁଷ ଗୋୟଲଙ୍କୁ କହିବାକୁ ୧୦ ମିନିଟ ସମୟ ଦିଆଯାଇଥିଲା । ଆମର ମାଇକ ମଧ୍ୟ ସୁଇଚ୍ ଅଫ ହୋଇଗଲା ଓ ଗୃହରେ ପାଟିଗୋଳ ସୃଷ୍ଟି ହେଲା । ଆମେ ବିକ୍ରମ ବେତାଳ ପରି ଏହା ପଛରେ ପଡି ରହିବୁ ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?