Posted inଜାତୀୟ

ମୋ ‘ରିମୋଟ କଣ୍ଟ୍ରୋଲ’ ଆଉ କାହା ପାଖରେ, ହେଲେ ନଡ୍ଡାଙ୍କର କ’ଣ? ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୧ ।୩: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ କହିଥିବା ‘ରିମୋଟ କଣ୍ଟ୍ରୋଲ’ ଟିପ୍ପଣିକୁ ନେଇ ଖାର୍ଗେ ଏହାର ଜବାବ ରଖିଛନ୍ତି । ଖାର୍ଗେ ପ୍ରଶ୍ନ କରିଛନ୍ତି ଯେ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡାଙ୍କ ‘ରିମୋଟ କଣ୍ଟ୍ରୋଲ’ କାହା ନିକଟରେ ରହିଛି ।
କେନ୍ଦ୍ର ସରକାରଙ୍କ ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ‘ସତ କହିବାରୁ ହଇରାଣ କରିବା’ ଅଭିଯୋଗ କରି, କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି ସେ ଏଭଳି କଥାକୁ ଭୟ କରନ୍ତି ନାହିଁ ଓ ସବୁ କଥା ପାଇଁ ପ୍ରସ୍ତୁତ ଅଛନ୍ତି ।
ଖାର୍ଗେ କହିଛନ୍ତି, ମୋଦି ବେଳଗାୱି ଆସିଥିଲେ ଓ କହିଲେ ଖାର୍ଗେ ଅଧ୍ୟକ୍ଷ(କଂଗ୍ରେସ) ହୋଇଗଲେ, ହେଲେ ରିମୋଟ କଣ୍ଟ୍ରୋଲ ଆଉ କାହା ପାଖରେ ରହିଛି । ଠିକ ଅଛି ମୋ ‘ରିମୋଟ କଣ୍ଟ୍ରୋଲ’ ଆଉ କାହା ପାଖରେ ରହିଛି, ହେଲେ ନଡ୍ଡାଙ୍କ ରିମୋଟ କଣ୍ଟ୍ରୋଲ କାହିଁ । କର୍ନାଟକ କଂଗ୍ରେସର ପ୍ରଦେଶ କଂଗ୍ରେସ ପକ୍ଷରୁ ଆୟୋଜିତ ଏକ ଯୁବ ସମ୍ମିଳନୀ ‘ଯୁବା କ୍ରାନ୍ତି ସମାବେଶ’କୁ ସମ୍ବୋଧିତ କରିବା ସମୟରେ ଖାର୍ଗେ କହିଥିଲେ, ନଡ୍ଡା କାହାର ରିମୋଟ କଣ୍ଟ୍ରୋଲ ନିୟନ୍ତ୍ରଣରେ କଥା କହୁଛନ୍ତି? ଆମ (କଂଗ୍ରେସ) ପାଇଁ ଆପଣଙ୍କ(ଭାଜପା) ଉପରେ କହିବାକୁ ଆପଣଙ୍କ(ଭାଜପାର) ଅନେକ ଦୁର୍ବଳତା ରହିଛି, ଆପଣଙ୍କର ସାହସ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଦ୍ୱିତୀୟ ସ୍ତ୍ରୀ ପାଇଁ ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଅଣଦେଖା କରିପାରିବ ନାହିଁ: ହାଇକୋର୍ଟ

ଆହ୍ଲାବାଦ୍,୧୯ା୧୨: ସ୍ୱାମୀ ଯଦି ଦ୍ୱିତୀୟ ସ୍ତ୍ରୀଙ୍କୁ ଆର୍ଥିକ ସହାୟତା କରିବାରେ ସକ୍ଷମ, ତେବେ ଏହା ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଦାବିକୁ ପ୍ରତ୍ୟାଖ୍ୟାନ କରିବାର କାରଣ ହୋଇପାରିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri