Posted inଜାତୀୟ

ମୋ ‘ରିମୋଟ କଣ୍ଟ୍ରୋଲ’ ଆଉ କାହା ପାଖରେ, ହେଲେ ନଡ୍ଡାଙ୍କର କ’ଣ? ମୋଦିଙ୍କୁ ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୧ ।୩: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ କହିଥିବା ‘ରିମୋଟ କଣ୍ଟ୍ରୋଲ’ ଟିପ୍ପଣିକୁ ନେଇ ଖାର୍ଗେ ଏହାର ଜବାବ ରଖିଛନ୍ତି । ଖାର୍ଗେ ପ୍ରଶ୍ନ କରିଛନ୍ତି ଯେ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡାଙ୍କ ‘ରିମୋଟ କଣ୍ଟ୍ରୋଲ’ କାହା ନିକଟରେ ରହିଛି ।
କେନ୍ଦ୍ର ସରକାରଙ୍କ ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ‘ସତ କହିବାରୁ ହଇରାଣ କରିବା’ ଅଭିଯୋଗ କରି, କଂଗ୍ରେସ ଅଧ୍ୟକ୍ଷ କହିଛନ୍ତି ସେ ଏଭଳି କଥାକୁ ଭୟ କରନ୍ତି ନାହିଁ ଓ ସବୁ କଥା ପାଇଁ ପ୍ରସ୍ତୁତ ଅଛନ୍ତି ।
ଖାର୍ଗେ କହିଛନ୍ତି, ମୋଦି ବେଳଗାୱି ଆସିଥିଲେ ଓ କହିଲେ ଖାର୍ଗେ ଅଧ୍ୟକ୍ଷ(କଂଗ୍ରେସ) ହୋଇଗଲେ, ହେଲେ ରିମୋଟ କଣ୍ଟ୍ରୋଲ ଆଉ କାହା ପାଖରେ ରହିଛି । ଠିକ ଅଛି ମୋ ‘ରିମୋଟ କଣ୍ଟ୍ରୋଲ’ ଆଉ କାହା ପାଖରେ ରହିଛି, ହେଲେ ନଡ୍ଡାଙ୍କ ରିମୋଟ କଣ୍ଟ୍ରୋଲ କାହିଁ । କର୍ନାଟକ କଂଗ୍ରେସର ପ୍ରଦେଶ କଂଗ୍ରେସ ପକ୍ଷରୁ ଆୟୋଜିତ ଏକ ଯୁବ ସମ୍ମିଳନୀ ‘ଯୁବା କ୍ରାନ୍ତି ସମାବେଶ’କୁ ସମ୍ବୋଧିତ କରିବା ସମୟରେ ଖାର୍ଗେ କହିଥିଲେ, ନଡ୍ଡା କାହାର ରିମୋଟ କଣ୍ଟ୍ରୋଲ ନିୟନ୍ତ୍ରଣରେ କଥା କହୁଛନ୍ତି? ଆମ (କଂଗ୍ରେସ) ପାଇଁ ଆପଣଙ୍କ(ଭାଜପା) ଉପରେ କହିବାକୁ ଆପଣଙ୍କ(ଭାଜପାର) ଅନେକ ଦୁର୍ବଳତା ରହିଛି, ଆପଣଙ୍କର ସାହସ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri