Posted inଜାତୀୟ

ଜଣେ ବ୍ୟକ୍ତି ଭଗବାନଙ୍କ ଉପରେ କବ୍ଜା କରିଛନ୍ତି, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ମୋଦିଙ୍କୁ ଟାର୍ଗେଟ୍‌ କଲେ ଖାର୍ଗେ

ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୨୨ରେ ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ରାମଲାଲା ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଆସାମର ନାଗାଓଁରେ ଏକ ରାଲିରେ ସମ୍ବୋଧିତ କରି କହିଥିଲେ ଯେ, ଜଣେ ବ୍ୟକ୍ତି ସମଗ୍ର ଭଗବାନଙ୍କୁ କାବୁ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ରାମ ମନ୍ଦିରରେ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଲୋକ ବାହାରେ ଅଛନ୍ତି। ସେ (ପିଏମ ମୋଦି) ଏକାକୀ ସବୁ କରିବାକୁ ଚାହୁଁଛନ୍ତି। ଯଦି ଆପଣ ସବୁ କିଛି ଏକୁଟିଆ କରନ୍ତି ତେବେ ଅନ୍ୟମାନଙ୍କୁ କାହିଁକି ଭୋଟ ମାଗୁଛ ବୋଲି ଖାର୍ଗେ ପ୍ରଶ୍ନ କରିଛନ୍ତି।
ଭରତ ଯୋଡୋ ନ୍ୟାୟ ଯାତ୍ରା ଉପରେ ହୋଇଥିବା ଆକ୍ରମଣ ସମ୍ପର୍କରେ ଖାର୍ଗେ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଗସ୍ତରେ ଭାଜପା ଲୋକମାନେ ଭୟଭୀତ ଅଛନ୍ତି। ଏହି ଲୋକମାନେ ଜୟରାମ ରମେଶଙ୍କ ଗାଡି ଉପରେ ଆକ୍ରମଣ କରୁଛନ୍ତି, କିନ୍ତୁ କଂଗ୍ରେସ କାର୍ଯ୍ୟକର୍ତ୍ତା ଭୟ କରନ୍ତି ନାହିଁ। ଯଦି ଆମେ ବ୍ରିଟିଶମାନଙ୍କୁ ଭୟ କରୁନାହୁଁ ତେବେ ଆମେ କାହିଁକି ଭାଜପାିକୁ ଭୟ କରିବୁ?


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri