Posted inଜାତୀୟ

ଗୁଲାମ ନବୀଙ୍କ ପରେ ମଲ୍ଲିକାର୍ଜୁନ ହେବେ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୧୨ ।୨: ରାଜ୍ୟ ସଭାରୁ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ବିଦାୟ ନେବା ପରେ ଏବେ ଦଳ ତା’ର ନେତା ବାଛି ସାରିଛି । ବଜେଟ ଅଧିବେଶନର ଶେଷ ଦିନରେ ଅର୍ଥାତ୍ ୧୫ ଫେବୃୟାରୀରେ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦଙ୍କ କାର୍ଯ୍ୟକାଳ ଶେଷ ହେଉଛି । ଏହାପୂର୍ବରୁ ଦଳ ବିରୋଧୀ ଦଳ ନେତା ବାଛି ସାରିଲାଣି । ଏବେ ଗୁଲାମ ନବୀଙ୍କ ପରେ ମଲ୍ଲିକାର୍ଜୁନ ଖଡଗେ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ହେବେ । ଏ ନେଇ ରାଜ୍ୟ ସଭାର ଅଧ୍ୟକ୍ଷଙ୍କୁ କଂଗ୍ରେସ ପତ୍ର ଲେଖିଛି । କଂଗ୍ରେସ ଗୁଲାମ ନବୀଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପରେ ମଲ୍ଲିକାର୍ଜୁନଙ୍କୁ ବିରୋଧୀ ଦଳ ନେତା ସ୍ଥାନରେ ନିଯୁକ୍ତ କରିବାକୁ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri