୨୯ରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖାର୍ଗେ

ଭୁବନେଶ୍ୱର, ୨୧।୧(ଅସମାପିକା ସାହୁ)- ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)ର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ୨୯ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ସାଧାରଣ ସଭା ସୁପରିଚାଳନା ପାଇଁ ପିସିସି ସଭାପତି ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି। କମିଟିକୁ ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଅନୁମୋଦନ କରିଛନ୍ତି। ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କମିଟିର ଅଧ୍ୟକ୍ଷ ରହିଛନ୍ତି। ସେହିଭଳି ବିଧାୟକ ଦଳ ନେତା ନରସିଂହ ମିଶ୍ର, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ବିଧାୟକ ତଥା ପିସିସି କୋଷାଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ, ପୂବର୍ତନ ଅର୍ଥମନ୍ତ୍ରୀ ତଥା ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ ପଞ୍ଚାନନ କାନୁନ୍‌ଗୋ, ପୂର୍ବତନ ମନ୍ତ୍ରୀ ତଥା ପିସିସି ବରିଷ୍ଠ ଉପସଭାପତି ଗଣେଶ୍ୱର ବେହେରା, ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲ, ପିସିସି ପ୍ରଚାର କମିଟିର ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ସୁରେଶ କୁମାର ରାଉତରାୟ, ତାରାପ୍ରସାଦ ବାହିନିପତି, ରମେଶ ଚନ୍ଦ୍ର ଜେନା, ଏଆଇସିସି ସମ୍ପାଦକ ତଥା ଏମ୍‌ପି ସପ୍ତଗିରୀ ଶଙ୍କର ଉଲ୍ଲାକା, ପୂର୍ବତନ ଏମ୍‌ପି ଭକ୍ତଚରଣ ଦାସ, ପୂର୍ବତନ ଏମ୍‌ପ ସୁଶୀଳା ତିରିଆ, ପୂବର୍ତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ଏମ୍‌ପ ଡ. ରାମଚନ୍ଦ୍ର ଖୁଣ୍ଟିଆ, ଏଆଇସିସି ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଶରତ ରାଉତ, ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ସିଏସ୍‌ରାଜନ୍‌ ଏକ୍କା, ଦାସରଥି ଗମାଙ୍ଗ, କଟକ ନଗର କଂଗ୍ରେସ ସଭାପତି ସୁରେଶ ମହାପାତ୍ର, କଟକ ଜିଲା କଂଗ୍ରେସ ସଭାପତି ମାନସ ରଞ୍ଜନ ଚୌଧୁରୀ, ଭୁବନେଶ୍ୱର ଜିଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାସ, ପୁରୀ ଜିଲା କଂଗ୍ରେସ ସଭାପତି ଜୟନାରାୟଣ ପଟ୍ଟନାୟକ ପ୍ରମୁଖ ଉକ୍ତ କମିଟିରେ ରହିଛନ୍ତି ବୋଲି ପିସିସି ମୁଖପାତ୍ର ରଜନୀ କୁମାର ମହାନ୍ତି ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri