Posted inଜାତୀୟ

ସଂସଦର ଅଚଳାବସ୍ଥାକୁ ନେଇ ଅମିତ ଶାହାଙ୍କୁ ଚିଠି ଲେଖିଲେ ମଲ୍ଲିକାର୍ଜ୍ଜୁନ ଖାର୍ଗେ

ନୂଆଦିଲ୍ଲୀ,୨୬।୭: ମଣିପୁର ପ୍ରସଙ୍ଗ ନେଇ ସଂସଦରେ ଅଚଳାବସ୍ଥା ଜାରି ରହିଛି। ଅଚଳାବସ୍ଥା ଯୋଗୁ ଗୃହ କାର୍ଯ୍ୟ ବଳି ପଡୁଛି। ସେପଟେ ପ୍ରତିଥର ଦୁଇ ଗୃହ ମୁଲତବୀ ପରେ ମୁଲତବୀ ହେଉଛି। ତେବେ ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଛନ୍ତିମଲ୍ଲିକାର୍ଜ୍ଜୁନ ଖର୍ଗେ। ସେ ଚିଠିରେ ଦର୍ଶାଇଛନ୍ତି, ପ୍ରଧାନମନ୍ତ୍ରୀଙ୍କୁ ସଂସଦରେ ମଣିପୁର ପ୍ରସଙ୍ଗରେ ନିଜର ବିବୃତି ରଖିବାକୁ ଆମେ ଅନୁରୋଧ କରୁଛୁ। କିନ୍ତୁ ମୋଦି ତାଙ୍କ ପ୍ରତିଷ୍ଠାକୁ ଆଞ୍ଚ ଆସିବ ବୋଲି ସେ ସଂସଦକୁ ଆସି ନିଜ ମତ ରଖୁ ନାହାନ୍ତି। ଆମେ ଦେଶ ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଏଥିପାଇଁ ଆମେ କୌଣସି ମୂଲ୍ୟ ଦେବାକୁ ମଧ୍ୟ ପ୍ରସ୍ତୁତ।

ନିୟମ ୨୬୭ ଅନୁଯାୟୀ ବିରୋଧୀ ସାଂସଦରେ ବିତର୍କର ନୋଟିସ ଦେଇଛନ୍ତି, କିନ୍ତୁ କେବଳ ଶାସକ ଦଳରେ ବସିଥିବା ଲୋକମାନେ ଗୃହର ପ୍ରକ୍ରିୟାକୁ ଅବରୋଧ କରୁଛନ୍ତି। ତେବେ ଏହି ପ୍ରସଙ୍ଗରେ ଆଲୋଚନ ପାଇଁ ଉଭୟ ଗୃହରେ ଚେଷ୍ଟା କରାଯାଉଥିଲେ ମଧ୍ୟ କ୍ରମାଗତ ଭାବରେ ଏପରି ଘଟୁଛି। ପ୍ରତିଥର ସଂସଦ କାର୍ଯ୍ୟ ଆରମ୍ଭ ହେଲେଏ ବିରୋଧୀ ଆଶା କରନ୍ତି ଯେ, ଏଥର ଗୃହ ସୁରୁଖୁରୁରେ ଚାଲିବ କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ସଭିଁଏ ଏଥିପାଇଁ ନିରାଶ ହୋଇଛୁ।

 


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri