Posted inଜାତୀୟ

ରାଜ୍ୟ ସଭା ହଟ୍ଟଗୋଳର ଯାଞ୍ଚ କମିଟିଠାରୁ ଦୂରେଇ ରହିଲା କଂଗ୍ରେସ, ଖଡ଼ଗେ କହିଲେ ଏମ୍‌ପିଙ୍କୁ ଧମକାଇବାର ପ୍ରୟାସ

ନୂଆଦିଲ୍ଲୀ,୧୦ ।୯: ପାର୍ଲାମେଣ୍ଟରେ ମୌସୁମୀ ଅଧିବେଶନ ସମୟରେ ରାଜ୍ୟ ସଭାରେ ହୋଇଥିବା ହଟ୍ଟଗୋଳକୁ ନେଇ ଗଠିତ ଯାଞ୍ଚ କମିଟିଠାରୁ କଂଗ୍ରେସ ଓ ଅନ୍ୟ ବିରୋଧି ଦଳ ଦୂରେଇ ରହିଛନ୍ତି । ରାଜ୍ୟ ସଭାରେ ଅଗଷ୍ଟ ୧୧ରେ ହୋଇଥିବା ହଟ୍ଟଗୋଳର ଯାଞ୍ଚ କରିବା ପାଇଁ ଏକ ବିଶେଷ ଅନୁଶାସନାତ୍ମକ କମିଟି ଗଠନ କରିବାକୁ ରାଜ୍ୟ ସଭା ସଭାପତି ଏମ ଭେଙ୍କିୟା ନାଇଡୁଙ୍କ ଯୋଜନାକୁ ନେଇ ବାଧା ଉପୁଜିଛି । କାରଣ ପ୍ରାୟ ସମସ୍ତ ବିରୋଧି ଦଳ ଏହାଠାରୁ ଦୂରେଇ ରହିଛନ୍ତି । କେହି ଏହି କମିଟିର ସଦସ୍ୟ ହେବାକୁ ମନା କରି ଦେଇଛନ୍ତି । ଏହାକୁ ନେଇ ବିରୋଧି ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ସଭାପତିଙ୍କୁ ପତ୍ର ଲେଖି କହିଛନ୍ତି, ଏହି କମିଟି ଏମ୍‌ପିଙ୍କୁ ଧମକାଇବାକୁ ଏକ ପ୍ରୟାସ ଫଳରେ ସେମାନେ ଯେମିତି କିଛି ନ କୁହନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri