ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ-ପ୍ରିୟଙ୍କା

ଭୁବନେଶ୍ୱର,୧୩।୧(ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଓ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଫେବୃୟାରୀରେ ଓଡ଼ିଶା ଆସିବେ । ଉଭୟ ଦଳର ‘ହାଥ୍‌ ସେ ହାଥ୍‌ ଯୋଡୋ’ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର ସୂଚନା ଦେଇଛନ୍ତି।

ତେବେ ଦ୍ୱିତୀୟ ପର୍ଯାୟରେ ଚାଲିଥିବା ଓଡ଼ିଶା କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଏବେ ସୁନ୍ଦରଗଡ଼ରେ ପହଞ୍ଚିଛି। ଆସନ୍ତା ଫେବୃୟାରୀ ୨ ତାରିଖରୁ ବୁଥ ସ୍ତର ସଂଗଠନକୁ ମଜଭୂତ କରିବାକୁ କଂଗ୍ରେସ ‘ହାଥ୍‌ ସେ ହାଥ୍‌ ଯୋଡୋ’ କାର୍ଯ୍ୟକ୍ରମ ଆରମ୍ଭ କରିବ। ଏହି କାର୍ଯ୍ୟକ୍ରମରେ ଖାର୍ଗେ ଓ ପ୍ରିୟଙ୍କା ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri