Posted inଜାତୀୟ

‘ବିରୋଧି ନେତାଙ୍କୁ ଜେଲ, କଂଗ୍ରେସ ଉପରେ ଜୁଲମ’, ଘୋଷଣାପତ୍ର ଜାରି କରି ଏମିତି କହିଲେ ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୫।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ଭାଜପାକୁ ଟାର୍ଗେଟ କରିଥିଲେ। ଭାଜପା ଯୋଗୁ ବିରୋଧୀ ଦଳର ନେତାମାନଙ୍କୁ ଜେଲରେ ରଖାଯାଉଛି ବୋଲି ସେ କହିଛନ୍ତି। ଦେଶରେ ସମ୍ବିଧାନ ବିପଦରେ ରହିଛି। ଏହା କରି ଭାଜପା ଆମକୁ ବା କଂଗ୍ରେସକୁ ହଇରାଣ କରିବାକୁ ଚେଷ୍ଟା କରୁଛି ବୋଲି ବି ସେ କହିଛନ୍ତି।
ଖାର୍ଗେ କହିଛନ୍ତି, ବିରୋଧୀ ଦଳର ନେତାମାନଙ୍କୁ ଜେଲରେ ରଖାଯାଇଛି। ନିର୍ବାଚନ ଲଢିବା ପାଇଁ ସମାନ ସୁଯୋଗ ଛାଡି ଦିଆଯାଉ ନାହିଁ। କଂଗ୍ରେସକୁ ହଇରାଣ କରାଯାଉଛି। ସମ୍ବିଧାନ ଏବଂ ଦେଶକୁ ବଞ୍ଚାଇବାକୁ ପଡିବ। ଏଭଳି ପରିସ୍ଥିତିରେ ଦେଶର ଲୋକଙ୍କୁ ଏକଜୁଟ ହୋଇ ମୋଦିଙ୍କୁ କ୍ଷମତାରୁ ହଟାଇବାକୁ ପଡିବ।
ସେ ଆହୁରି ମଧ୍ୟ କହିଛନ୍ତି, ଆମର ଏହି ଘୋଷଣା ପତ୍ର(ମନିଫେଷ୍ଟୋ) ଦେଶର ରାଜନୀତି ଇତିହାସରେ ନ୍ୟାୟର ଦଲିଲ ଭାବରେ ସ୍ମରଣୀୟ ହେବ। ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ‘ଭାରତ ଯୋଡୋ ନ୍ୟାୟ ଯାତ୍ରା’ ୫ ଟି ସ୍ତମ୍ଭ ଉପରେ ଧ୍ୟାନ ଦେଇଥାଏ। ଏହି ସ୍ତମ୍ଭଗୁଡ଼ିକରୁ ୨୫ ଗ୍ୟାରେଣ୍ଟି ବାହାରିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri