Posted inଖେଳ

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ଗୁରୁବାର ସମାଲୋଚକଙ୍କୁ କଟାକ୍ଷ କରିଛନ୍ତି। ମାଲ୍ୟା ଆର୍‌ସିବିକୁ ୨୦୦୮ରେ ୪୫୦ କୋଟିରେ କିଣିଥିଲେ। ଆର୍‌ସିବି ଫ୍ରାଞ୍ଚାଇଜ ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହୋଇଥିବା ବେଳେ ଏଥିରେ ମହିଳା ଦଳ ଲାଗି ୫୪୦ କୋଟି ଓ ବିସିସିଆଇକୁ ମିଳିଥିବା ୫ ପ୍ରତିଶତ କମିଶନ ରହିଛି।

ମୂଲ୍ୟବାନ ଆଇପିଏଲ୍‌ ଫ୍ରାଞ୍ଚାଇଜ କିଣିବା ପାଇଁ ମୁଁ ସେମାନଙ୍କୁ ଶୁଭକାମନା ଜଣାଉଛି। ୨୦୦୮ରେ ୪୫୦ କୋଟି ଟଙ୍କାରେ ଏହି ଫ୍ରାଞ୍ଚାଇଜକୁ କିଣିଲା ବେଳେ ପ୍ରାୟତଃ ଲୋକେ ମୋ ଉପରେ ହସୁ ଥିଲେ। ମୋ ନିବେଶକୁ ଭାନିଟି ପ୍ରୋଜେକ୍ଟ କହି ସମାଲୋଚନା କରୁଥିଲେ।

ରୟାଲ ଚ୍ୟାଲେଞ୍ଜର ବ୍ରାଣ୍ଡ ନିର୍ମାଣ କରିବା ପଛରେ ଫ୍ରାଞ୍ଚାଇଜର ନାମ ଆର୍‌ସିବି ରଖିଥିଲି। କରାଯାଇଥିବା ୪୫୦ କୋଟି ଟଙ୍କାର ନିବେଶ ଏବେ ୧୬,୬୬୦ କୋଟି ଟଙ୍କା ବୃଦ୍ଧି ପାଇବା ମୋତେ ଅତ୍ୟନ୍ତ ସନ୍ତୋଷ ଦେଇଛି ବୋଲି ମାଲ୍ୟା ଏକ୍ସ’ରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri