Posted inଖେଳ

ମାଳବିକା ଫାଇନାଲରେ

କନାସ୍‌(ଲିଥୁଆନିଆ),୧୪ା୬(ପି.ଟି.)- ଭାରତର ମାଳବିକା ବନସୋଡ୍‌ ଏଠାରେ ଚାଲିଥିବା ଆର୍‌ଏସ୍‌ଏଲ୍‌ ଲିଥୁଆନିଆନ୍‌ ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଫ୍ରାନ୍ସର ଆନ୍ନା ଟାଟ୍ରାନୋଭାଙ୍କୁ ୨୧-୧୩, ୨୧-୧୦ରେ ହରାଇ ଦେଇଛନ୍ତି। ଏହି ୧୯ ବର୍ଷୀୟା ଖେଳାଳି ଫାଇନାଲ ମୁକାବିଲାରେ ଚତୁର୍ଥ ସିଡ୍‌ ତଥା ଆୟର୍ଲାଣ୍ଡର ରଚେଲ ଡାରାଗ୍‌ଙ୍କୁ ଭେଟିବେ। ମାଳବିକା ପୂର୍ବରୁ ଓପନିଂ ରାଉଣ୍ଡରେ ସ୍ଥାନୀୟ ଖେଳାଳି ଭିଲ୍‌ଟେ ପାଉଲାଉସ୍‌କେଟଙ୍କୁ ୨୧-୬, ୨୧-୧୦ରେ ଏବଂ ପରେ ଇସ୍ରାଏଲ୍‌ର ହେଲି ନିମାନଙ୍କୁ ୨୧-୧୦, ୨୧-୧୧ରେ ହରାଇ ଦେଇଥିଲେ। କ୍ୱାର୍ଟରଫାଇନାଲରେ ସେ ଅଷ୍ଟ୍ରିଆର କାଟ୍ରିନ୍‌ ନେଡଲ୍ଟଙ୍କୁ ୨୧-୧୨, ୨୧-୯ରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?