ବଦଳିଲା ମାମାର ଠିକଣା

ବାରଙ୍ଗ,୪।୩(ଲିଙ୍ଗରାଜ ରାଉତ):ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷକ ହାତୀ ମାମାର ଠିକଣା ବଦଳିଯାଇଛି। ରବିବାର ମାମାକୁ ଚନ୍ଦକା କୁମାର ଖୁଣ୍ଟିକୁ ପଠାଯାଇଛି। ସକାଳେ ନନ୍ଦନକାନନର ମାହୁନ୍ତମାନେ ମାମାକୁ ଚନ୍ଦକା କୁମାର ଖୁଣ୍ଟିରେ ନେଇ ଛାଡ଼ି ଆସିଛନ୍ତି। କୁମାର ଖୁଣ୍ଟିଠାରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବାକୁ ଥିବା କୁମ୍‌କି ପ୍ରଶିକ୍ଷଣରେ ମାମା ପ୍ରଶିକ୍ଷଣ ନେଇ ଜଙ୍ଗଲ ଜଗିବା କାର୍ଯ୍ୟରେ ନିୟୋଜିତ ହେବ। ମା’ ଛେଉଣ୍ଡ ମାମାକୁ ୨୦୧୭ ନଭେମ୍ବର ୩ରେ ଖୋର୍ଦ୍ଧା ରାମେଶ୍ୱରରୁ ଉଦ୍ଧାର କରାଯାଇଥିଲା। ସେତେବେଳେ ସେ ୬ ମାସର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ବିବାହ ଉତ୍ସବ ପାଇଁ ଅନୁମତି ଦେଇ ଅଡ଼ୁଆରେ ପ୍ରଧାନ ଶିକ୍ଷକ

ଭଣ୍ଡାରିପୋଖରୀ,୧୬ା୭(ରାଜେନ୍ଦ୍ର ଶତପଥୀ):ବିଦ୍ୟାଳୟ ପରିସରରେ ଏକ ବିବାହ ଉତ୍ସବକୁ ଅନୁମତି ଦେଇ ଅଡ଼ୁଆରେ ପଡ଼ିଛନ୍ତି ପ୍ରଧାନ ଶିକ୍ଷକ। ଏନେଇ ଅଭିଯୋଗ ପରେ ବ୍ଲକ ଶିକ୍ଷା ଅଧିକାରୀ ଘଟଣାର...

ଏଏସ୍‌ଓ: ମାଡ଼ଖାଇ ବଦଳି

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ କରିଥିବା ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସଂସଦୀୟ...

ବାହୁଡ଼ିଲେ ମହାପ୍ରଭୁ

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ପବିତ୍ର ଆଷାଢ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ...

ସିଂହଦ୍ୱାରରେ ଲାଗିଲା ତିନି ରଥ, ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼

ପୁରୀ,୧୫।୭: ସିଂହଦ୍ୱାରରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସିଂହଦ୍ୱାରରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼...

ରତ୍ନଭଣ୍ଡାର ଭିତରେ କ’ଣ ସବୁ ରହିଛି, ରହସ୍ୟ ଖୋଲିଲେ ସେବାୟତ, କହିଲେ ଭିତରେ ୫ଟି…

ଭୁବନେଶ୍ୱର,୧୫।୭: ଦୀର୍ଘ ୪୬ବର୍ଷ ପରେ ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ତେବେ ରତ୍ନଭଣ୍ଡାର ଭିତରେ କ’ଣ ରହିଛି ତାକୁ ଜାଣିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ...

ବର୍ଷାରେ ଭିଜିଲେ ଜଗନ୍ନାଥ

ଦାରିଙ୍ଗବାଡି,୧୫।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବହୁ ଆଡମ୍ବରରେ ବାହୁଡା଼ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ତେବେ ଅଞ୍ଚଳରେ ତୁହାକୁ ତୁହା ବର୍ଷା କାରଣରୁ କିଛି ସ୍ଥାନରେ...

୩ ଠାକୁର ଖାଇଲେ ମାଉସୀଙ୍କ ହାତର ପୋଡ଼ପିଠା

ପୁରୀ,୧୫।୭: ଶ୍ରୀମନ୍ଦିର ଫେରିବା ବାଟରେ ମାଉସୀ ମା’ ମନ୍ଦିରରରେ ଅଟକି ତିନି ଠାକୁର ପୋଡପିଠା ଖାଇଛନ୍ତି । ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଗୁଣ୍ଡିଚା ମନ୍ଦିରରୁ...

ମାଉସୀ ମା’ ଘରେ ପୋଡ଼ ପିଠା ଖାଇଲେ ବଡ଼ ଠାକୁର

ପୁରୀ,୧୫।୭: ମାଉସୀ ମା’ ମନ୍ଦିର ପାଖରେ ବଡ଼ଠାକୁରଙ୍କ ତାଳଧ୍ୱଜ ରଥ ପହଞ୍ଚିଛି। ପରେ ସେଠାରେ ବଡ ଠାକୁରଙ୍କୁ ପୋଡ ପିଠା ଲାଗି କରାଯାଇଛି। ବଡ଼ ଠାକୁରଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri