ପୁଣି ଓଡ଼ିଶାକୁ ଆଳୁ ଯୋଗାଣ ବନ୍ଦ କଲେ ମମତା

ଭୁବନେଶ୍ବର,୭।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ଓଡିଶାକୁ ଆଳୁ ଯୋଗାଣ ବନ୍ଦ କରିଛନ୍ତି। ଫଳରେ ରାଜ୍ୟରେ ଆଳୁ ଦର ପୁଣିଥରେ ବୃଦ୍ଧି ପାଇଛି। ଗତ ୪ଦିନ ହେଲା ପଶ୍ଚିମବଙ୍ଗ ସରକାର ସୀମାନ୍ତରେ ଓଡ଼ିଶାକୁ ଆଳୁ ଗାଡ଼ି ଛାଡୁ ନଥିବାରୁ ରାଜ୍ୟ ମଧ୍ୟକୁ ପର୍ଯ୍ୟାପ୍ତ ଆଳୁ ଆସିପାରୁ ନାହିଁ। ଉତ୍ତର ପ୍ରଦେଶରୁ ଆଳୁ ଆସୁଥିଲେ ମଧ୍ୟ ସେଠାରୁ ଆଳୁ ପହଞ୍ଚିବାରେ ବିଳମ୍ବ ହେବା ସହ ପରିବହନ ଖର୍ଚ୍ଚ ଅଧିକ ଦେବାକୁ ପଡୁଛି। ଏହି କାରଣରୁ କିଛିଦିନର ବ୍ୟବଧାନ ପରେ ଆଳୁ ଦର ପୁଣି ବୃଦ୍ଧି ପାଇଛି। ବେପାରୀ ମନଇଛା ଚଢ଼ା ଦରରେ ଆଳୁ ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ଏକାଠି ହୋଇ ବର୍ଷିଲେ ଶତାଧିକ ମହିଳା

ମହାକାଳପଡ଼ା,୪ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଲେଖ ସୁନ୍ଦରୀ ପୀଠରେ ରବିବାର ୨୨ ନମ୍ବର ଜୋନସ୍ତରୀୟ ଭାଜପା ପକ୍ଷରୁ ଜନ ଆକ୍ରୋଶ…

ବଡ଼ ସୂଚନା; କୋଲକାତାରେ ଆଜି ନିର୍ବାଚନ ବିଜୟ ଉତ୍ସବ ମନା, ଜାଣନ୍ତୁ କାରଣ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭାର ନିର୍ବାଚନର ଭୋଟ ଗଣତି ସକାଳ ୮ ଟାରୁ ଆରମ୍ଭ ହୋଇଛି । ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ, ଭାଜପା ୧୨୩ଟି ଆସନରେ ଆଗୁଆ ଥିବା…

ନିଦ୍ରାହୀନତା ଆଶଙ୍କା ଦୂରକରେ ଯୋଗ

ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବା ପାଇଁ ଶାରୀରିକ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ଅନେକ ସମୟରେ ଅଧିକାଂଶ ଲୋକ ଚାପରେ ରହିବା…

ଥାଲାପତିଙ୍କ ବିଜୟରେ ଖୁସି ହୋଇ ତିରୁପତି ପହଞ୍ଚିଲେ rumored ଗର୍ଲ ଫ୍ରେଣ୍ଡ? ଖୁସି ହେଉଛନ୍ତି ପ୍ରଶଂସକ

ଚେନ୍ନାଇ,୪।୫: ୪ ମଇ, ୨୦୨୬, ଦକ୍ଷିଣ ଭାରତୀୟ ସିନେମା ଏବଂ ତାମିଲନାଡୁ ରାଜନୀତି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ ଭାବରେ ଉଭା ହୋଇଛି। ପ୍ରକୃତରେ, ଗୋଟିଏ ପଟେ,…

ପୃଥିବୀର ଅଦୃଶ୍ୟ ସୁରକ୍ଷା କବଚ

ଚଳିତ ବର୍ଷ ମହାବିଦ୍ୟାଳୟ ପରୀକ୍ଷା କାର୍ଯ୍ୟ ସମାପନ ପରେ ଦିନ ୧୧ ଟାରେ ଜଣେ ବନ୍ଧୁଙ୍କ ସହିତ ମହାବିଦ୍ୟାଳୟ ଫାଟକ ନିକଟକୁ ବାହାରିଥାଉ ଚା’ ପିଇବାକୁ। ସେଦିନ…

IPLରେ ‘ଗଲଫ୍ରେଣ୍ଡ କଲ୍ଚର’ ଉପରେ ପୂର୍ଣ୍ଣଛେଦ ପକାଇବ BCCI! ଖେଳାଳିଙ୍କ ସାଥୀ ଆଉ…

ନୂଆଦିଲ୍ଲୀ,୪।୫: IPL ୨୦୨୬ ଭିତରେ BCCI ଏକ କଠୋର ନୂତନ ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି । ଟୁର୍ଣ୍ଣାମେଣ୍ଟ ସମୟରେ ଅନେକ ଖେଳାଳି ସେମାନଙ୍କ ପ୍ରେମିକାଙ୍କ…

ମଉଳିଗଲା TMCର ବଡ଼ ଆଶା, ସନ୍ଧ୍ୟା ୫ଟାରେ ଭାଜପା ମୁଖ୍ୟାଳୟ ଯିବେ ମୋଦି

ନୂଆଦିଲ୍ଲୀ,୪।୫: ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ଭଲ ପ୍ରଦର୍ଶନ କରୁଛି। ଆସାମରେ ଭାଜପା ସରକାର କ୍ଷମତାକୁ ଫେରିବାକୁ ଯାଉଥିବା ବେଳେ, ବଙ୍ଗଳାରେ ମମତା ବାନାର୍ଜୀଙ୍କ…

କୋଳି ତୋଳିବାକୁ ଜଙ୍ଗଲକୁ ଯାଇଥିଲେ ଯୁବତୀ, ୩ ଭାଲୁଙ୍କ ହାବୁଡ଼ରେ ପଡ଼ିଗଲେ, ଆଉ ତା’ପରେ…

ପାଟଣା,୪ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସଡ଼ଙ୍ଗ ବାହାଳି ଗ୍ରାମରେ ସୋମବାର ସକାଳୁ ଭାଲୁ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ହୋଇଛନ୍ତି । ଗୁରୁତର ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri