Posted inଜାତୀୟ

ମୋଦିଙ୍କୁ ଅପିଲ କଲେ ମମତା: ଗାଙ୍ଗୁଲିଙ୍କୁ ଆଇସିସି ନିର୍ବାଚନ ଲଢିବାକୁ ଦିଆଯାଉ ଅନୁମତି

କୋଲକତା,୧୭।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସମ୍ପର୍କରେ ଏକ ବିଶେଷ ନିବେଦନ କରିଛନ୍ତି। ମମତା ବାନାର୍ଜୀ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରୁଛି ଯେ ସୌରଭ ଗାଙ୍ଗୁଲିଙ୍କୁ ଆଇସିସି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅନୁମତି ଦିଆଯାଉ। ସେ ଜଣେ ଲୋକପ୍ରିୟ ବ୍ୟକ୍ତି, ତେଣୁ ରାଜନୀତି ଯୋଗୁ ତାଙ୍କୁ ଏଥିରୁ ବଞ୍ଚିତ ନ କରାଯାଉ। ସେ କୌଣସି ରାଜନୈତିକ ଦଳର ସଦସ୍ୟ ନୁହଁନ୍ତି। ତାଙ୍କୁ ଭୁଲ ଭାବେ ବିସିସିଆଇରୁ ବିଦା କରାଯାଇଛି। ମୁଁ ବହୁତ ଦୁଃଖିତ। ସୌରଭ ଜଣେ ଅତି ଲୋକପ୍ରିୟ ବ୍ୟକ୍ତିତ୍ୱ। ସେ ଭାରତୀୟ ଦଳର ଅଧିନାୟକ ଥିଲେ। ସେ ଦେଶକୁ ବହୁତ କିଛି ଦେଇଛନ୍ତି। ସେ କେବଳ ବଙ୍ଗଳାର ଗର୍ବ ନୁହେଁ ବରଂ ଭାରତର ଗର୍ବ। ତାଙ୍କୁ ଏଭଳି ଭାବେ ବାଦ ଦେବା ଭୁଲ ଅଟେ।
ସୂଚନାଯୋଗ୍ୟ, ଗାଙ୍ଗୁଲି ବିସିସିଆଇ ସଭାପତି ପଦ ଜାରି ରଖିବାକୁ ଚାହୁଁଥିଲେ ମଧ୍ୟ ଅନ୍ୟ ସଦସ୍ୟଙ୍କ ସମର୍ଥନ ପାଇ ନ ଥିବା ଜଣାଯାଇଛି। ପୂର୍ବତନ କ୍ରିକେଟର୍‌ ରୋଜର ବିନି ତାଙ୍କ ସ୍ଥାନ ନେବେ। ଅକ୍ଟୋବର ୨୦ରେ ଆଇସିସି ଅଧ୍ୟକ୍ଷଙ୍କ ପାଇଁ ନାମାଙ୍କନପତ୍ର ଦାଖଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?