Posted inଫୁରସତ

ବାହାରୁ ଦେଖିବାକୁ ଅତି ସାଧାରଣ ମମତା ବାନାର୍ଜୀଙ୍କ ଟାଇଲ୍‌ ଛପର ଘର: ଅତିଥି ଭାବେ ଶାହାରୁଖଙ୍କଠାରୁ ଆରମ୍ଭ କରି ବାଜପେୟୀ ବିତାଇଛନ୍ତି ସମୟ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜନୀତିଠାରୁ ଆରମ୍ଭ କରି ନିଜର ସାଧାରଣ ପରିଧାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ୨୦୧୧ରେ ସେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହାପରେ ବି ସେ ଅନେକ ଦିନ ପର୍ଯ୍ୟନ୍ତ ନିଜ ଘରେ ରହୁଥିଲେ।

ଦକ୍ଷିଣ କଲିକତାର ହରିଶ ଚାଟାର୍ଜୀ ଷ୍ଟ୍ରିଟ୍‌ରେ ରହିଛି ମମତାଙ୍କ ପୈତୃକ ଘର। ଦେଖିବାକୁ ଏହା ବେଶ୍‌ ସାଧାରଣ। ଏବେ ବି ଘରର ଛାତ ଟାଇଲ ଛପର ରହିଛି। ଭିତରେ ମଧ୍ୟ ସାଧାରଣ ସାଜସଜ୍ଜା କରାଯାଇଛି। ମମତାଙ୍କ ଏହି ଘରକୁ ଦେଶବିଦେଶର ଅନେକ ନାମୀଦାମି ବ୍ୟକ୍ତି ଆସିଛନ୍ତି। ଷ୍ଟିଲ୍‌ କିଙ୍ଗ ଲକ୍ଷ୍ମୀ ମିତ୍ତଲଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସୁପରଷ୍ଟାର ଶାହାରୁଖ ଖାନ୍‌, ଅଟଳ ବିହାରୀ ବାଜପେୟୀ ପ୍ରମୁଖ ଅତିଥିଭାବେ ଏହି ଘରକୁ ଆସିଛନ୍ତି। ରାଜନୈତିକଠାରୁ ଆରମ୍ଭ କରି ସାମାଜିକ ପ୍ରସଙ୍ଗରେ ଏହି ଘରେ ବୈଠକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିୟୁଟି ପାର୍ଲର

ଉନ୍ନାଓ: କୌଣସି ମଧ୍ୟ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ବିଦ୍ୟାଳୟକୁ ଠିକ୍‌ ଭାବେ ଚଳାଇବା ସହ ଅନୁଶାସନ ବଜାୟ ରଖିବାର ସମ୍ପୂର୍ଣ୍ଣ...

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri