Posted inଜାତୀୟ

ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକାତା,୧୫।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ତାଙ୍କ ରାଜ୍ୟକୁ ପର୍ଯ୍ୟାପ୍ତ ଟିକା ଦିଆଯାଉ ନାହିଁ ବୋଲି ଚିଠିରେ ଅଭିଯୋଗ କରିଛନ୍ତି। ପକ୍ଷପାତିତା ଅଭିଯୋଗ କରି ମମତା ବାନାର୍ଜୀ କହିଛନ୍ତି ଯେ, ବଙ୍ଗଳାକୁ କମ ଟିକା ଦିଆଯାଉଥିବା ବେଳେ ଅନ୍ୟ ରାଜ୍ୟକୁ ଅଧିକ ଟିକା ଦିଆଯାଉଛି। ପଶ୍ଚିମବଙ୍ଗର ନବାନ୍ନାଠାରେ ଏହି ଚିଠି ବିଷୟରେ କରି ବାନାର୍ଜୀ କହିଛନ୍ତି ଯେ, ଆମକୁ ୧୪ କୋଟି ଟିକା ଆବଶ୍ୟକ କିନ୍ତୁ ଆମକୁ ପର୍ଯ୍ୟାପ୍ତ ପରିମାଣର ଟିକା ମିଳୁନାହିଁ। ଆମକୁ କେବଳ ୨.୧୨ କୋଟି ଟିକା ମିଳିଛି। ଆମେ ନିଜେ ୧୮ ଲକ୍ଷ ଟିକା କିଣିଛୁ। ଏଥି ସହ ମମତା ବାନାର୍ଜୀ କହିଛନ୍ତି ଯେ, କୋଭିଡ କାରଣରୁ ନିର୍ବାଚନ ପରେ ମୁଁ ଦିଲ୍ଲୀ ଯାଇପାରି ନାହିଁ। ଏବେ କୋଭିଡ ସ୍ଥିତି ଭଲ ଅଛି, ସଂସଦ ଚାଲିଥିବାବେଳେ ମୁଁ ଥରେ ଦିଲ୍ଲୀ ଯାଏ। ମୋତେ ଏହା ଭଲ ଲାଗେ, ମୁଁ ଲୋକଙ୍କୁ ଭେଟିଥାଏ। ତାଙ୍କ ଦିଲ୍ଲୀ ଗସ୍ତରେ ସେ ନେତାମାନଙ୍କୁ ଭେଟିବେ, ଏହା ବ୍ୟତୀତ ଯଦି ସମୟ ଅନୁମତି ଦିଏ ତେବେ ସେ ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତିଙ୍କୁ ମଧ୍ୟ ଭେଟିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ନିର୍ବାଚନ ପାଇଁ ନୂଆ ଗାଇଡଲାଇନ ଜାରି କଲେ ନିର୍ବାଚନ କମିଶନ

ପାଟନା,୨୧।୮: କରୋନା ସଙ୍କଟ ମଧ୍ୟରେ ବିହାର ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ବିହାର ନିର୍ବାଚନ ପାଇଁ ଶୁକ୍ରବାର ନିର୍ବାଚନ କମିଶନ ଏକ ନୂଆ ଗାଇଡଲାଇନ...

ଦିନକର ବର୍ଷାରେ ବୁଡ଼ିଲା ତାମିଲନାଡୁ

ଚେନ୍ନାଇ, ୭।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ତାମିଲନାଡୁ ଉତ୍ତର ଉପକୂଳ ଅଞ୍ଚଳରେ ଶନିବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବହୁ...

ସିଏଏକୁ ନେଇ ବିକ୍ଷୋଭକାରୀଙ୍କ ଉନ୍ମତ୍ତକାଣ୍ଡ

ନୂଆଦିଲ୍ଲୀ,୨୪।୨: ଦିଲ୍ଲୀର ମୌଜପୁର ଓ ଜାଫରାବାଦ ଅଞ୍ଚଳରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ସମର୍ଥକ ଓ ବିରୋଧୀଙ୍କ ମଧ୍ୟରେ ସୋମବାର ଉତ୍ତେଜନା ଦେଖାଦେଇଛି। ଦୁଇ...

ଜୈବିକ ସାର ଉତ୍ପାଦନରେ ରେକର୍ଡ ହ୍ରାସ

ନୂଆଦିଲ୍ଲୀ,୨୬।୪ ଭାରତ ୨୦୧୭-୧୮ ବର୍ଷରେ ୩୩୮.୭୨ ନିୟୁତ ଟନ୍‌ ଜୈବିକ ସାର ଉତ୍ପାଦନ କରିଥିବାବେଳେ ୨୦୨୦-୨୧ରେ ମାତ୍ର ୩.୮୮ ନିୟୁତ ଟନ୍‌ ଉତ୍ପାଦନ କରିଛି। ଜୈବିକ...

ଦୀପିକାଙ୍କୁ ଜେରା ସମୟରେ ଏସବୁ ପ୍ରଶ୍ନ ପଚାରିଥିଲା ଏନ୍‌ସିବି, ଜାଣନ୍ତୁ କ’ଣ ଦେଇଥିଲେ ଉତ୍ତର

ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍‌ରେ ଡ୍ରଗ୍ସ କାରବାର ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ଏନ୍‌ସିବି ବଲିଉଡ୍‌ର ଅଭିନେତ୍ରୀ ଅଭିନେତାମାନଙ୍କୁ ମାରାଥନ ଜେରା...

ଛୋଟା ରାଜନଙ୍କୁ ହତ୍ୟା ଲାଗି ଯୋଜନା: ତିହାର ଜେଲ୍‌ରେ ସୁରକ୍ଷା ବଢ଼ିଲା

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ଅଣ୍ଡରଓ୍ବାଲର୍‌ଡ ଡନ୍‌ ତଥା ଡି-କମ୍ପାନୀ ସଦସ୍ୟ ଛୋଟା ସକିଲ ତାଙ୍କର ବିରୋଧୀ ଛୋଟା ରାଜନଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିବା ଜଣାପଡିବା ପରେ...

ସ୍ବାଧିନ ପ୍ରାର୍ଥୀଙ୍କ ଉପରେ ଭାଜପା ଚାପ ପକାଉଥିବା ଅଭିଯୋଗ

ରୋହତକ,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏଠାରେ ୯୦ ଆସନ ପାଇଁ ହୋଇଥିବା ନିର୍ବାଚନରେ ଭାଜପା ଓ କଂଗ୍ରେସ ବିଜୟ...

ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୭।୫: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧରେ ହୋଇଥିବା ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ସୋମବାର ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି।...

Advertisement
Archives

Model This Week