Posted inଜାତୀୟ

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ ନିଜର ବିଶ୍ୱସ୍ତ ଏବଂ ପୁରୁଣା ନେତାମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦେଇଛନ୍ତି। ଟିଏମସିର ଜଣାଶୁଣା ସଂଖ୍ୟାଲଘୁ ଚେହେରା ତଥା ଦଳର ମୁଖ୍ୟ ମମତା ବାନାର୍ଜୀଙ୍କ ଅତି ନିକଟତର ସହଯୋଗୀ ଫିରହାଦ ହାକିମଙ୍କୁ ସଙ୍ଗଠନରେ କୌଣସି ସ୍ଥାନ ମିଳିନାହିଁ।

ମମତା ତାଙ୍କ ଭଣଜା ଅଭିଷେକ ବାନାର୍ଜୀଙ୍କୁ ଜାତୀୟ ସାଧାରଣ ସମ୍ପାଦକ (National General Secretary) ପଦରେ ବଜାୟ ରଖିଛନ୍ତି, କିନ୍ତୁ ତାଙ୍କ ସହିତ ଦୁଇଜଣ ଯୁଗ୍ମ ଜାତୀୟ ସମ୍ପାଦକଙ୍କୁ ନିଯୁକ୍ତ କରିଛନ୍ତି। ରାଜ୍ୟ ସଭା ଏମପି ଡେରେକ ଓ’ବ୍ରାଏନ (Derek O’Brien) ଏବଂ ଡୋଲା ସେନ (Dola Sen) ଙ୍କୁ ଯୁଗ୍ମ ଜାତୀୟ ସମ୍ପାଦକ ପଦରେ ନିଯୁକ୍ତ କରାଯାଇଛି।

ମମତା ବାନାର୍ଜୀ ଏଭଳି କରି ଦଳର ବିଦ୍ରୋହୀ ନେତାମାନଙ୍କୁ ଏକ ସନ୍ଦେଶ ଦେବାକୁ ଚେଷ୍ଟା କରିଛନ୍ତି ଯେ, ଯେକୌଣସି ନିଷ୍ପତ୍ତି ମିଳିତ ଭାବେ ନିଆଯିବ ଏବଂ କେବଳ ଅଭିଷେକ ବାନାର୍ଜୀ ଏକାକୀ କୌଣସି ନିଷ୍ପତ୍ତି ନେବେ ନାହିଁ। ଦଳରେ ଏକ ବଡ଼ ଧରଣର ବିଭାଜନ ଆଶଙ୍କା ମଧ୍ୟରେ ମମତା ବାନାର୍ଜୀ ଜାତୀୟ କାର୍ଯ୍ୟକାରୀ କମିଟିର ବୈଠକ ଡକାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri