Posted inଜାତୀୟ

ସର୍ବଦଳୀୟ ବୈଠକରେ ଯୋଗଦେବେ ମମତା

ନୂଆଦିଲ୍ଲୀ,୪।୧୨: ୨୦୨୩ ସେପ୍ଟେମ୍ବରରେ ହେବାକୁ ଥିବା ଜି-୨୦ ସମିଟ୍‌ ଉପରେ ଆଲୋଚନା ଏବଂ ଚୂଡ଼ାନ୍ତ ରୂପରେଖ ନେଇ କେନ୍ଦ୍ର ସରକାର ସୋମବାର ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ୪୦ଟି ଦଳର ଅଧ୍ୟକ୍ଷଙ୍କୁ ମନ୍ତ୍ରଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଉପସ୍ଥିତ ରହିବେ। ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ତଥା ପଞ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଦିଲ୍ଲୀ ଆସୁଥିବାରୁ ସେ ସର୍ବଦଳୀୟ ବୈଠକରେ ଯୋଗଦେବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri