Posted inଜାତୀୟ

ସର୍ବଦଳୀୟ ବୈଠକରେ ଯୋଗଦେବେ ମମତା

ନୂଆଦିଲ୍ଲୀ,୪।୧୨: ୨୦୨୩ ସେପ୍ଟେମ୍ବରରେ ହେବାକୁ ଥିବା ଜି-୨୦ ସମିଟ୍‌ ଉପରେ ଆଲୋଚନା ଏବଂ ଚୂଡ଼ାନ୍ତ ରୂପରେଖ ନେଇ କେନ୍ଦ୍ର ସରକାର ସୋମବାର ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ୪୦ଟି ଦଳର ଅଧ୍ୟକ୍ଷଙ୍କୁ ମନ୍ତ୍ରଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଉପସ୍ଥିତ ରହିବେ। ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ତଥା ପଞ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଦିଲ୍ଲୀ ଆସୁଥିବାରୁ ସେ ସର୍ବଦଳୀୟ ବୈଠକରେ ଯୋଗଦେବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଥମୁନି ହିଂସା: ପୁଣି ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତଦେହ ମିଳିଲା

କୋଲକାତା, ୧୨।୬: ପଶ୍ଚିମବଙ୍ଗରେ ଥମୁନି ହିଂସା। ବୁଧବାର ମାଳଦାରେ ଦୁଇଦିନ ହେଲା ନିଖୋଜ ଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାକୁ ନେଇ ଘଟଣାସ୍ଥଳରେ...

ମୋଦି ସରକାରଙ୍କ ଶହେ ଦିନରେ ଦେଶର ଅର୍ଥ ବ୍ୟବସ୍ଥା ଭୁଶୁଡ଼ି ଯାଇଛି: କପିଲ୍‌ ସିବଲ୍‌

ନୂଆଦିଲ୍ଲୀ,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଶହେ ଦିନ ପୂରଣ ହୋଇଛି। ଏହି ଅବସରରେ କଂଗ୍ରେସ ପକ୍ଷରୁ ବରିଷ୍ଠ ନେତା କପିଲ୍‌ ସିବଲ୍‌ ମୋଦି ସରକାରଙ୍କୁ...

ଅନୁପ୍ରବେଶ ବେଳେ କୁପଓ୍ବାଡାରେ ଜଣେ ଆତଙ୍କବାଦୀ ନିହତ

କୁପଓ୍ବାଡା,୨୦।୫: ଉତ୍ତର କଶ୍ମୀରର କୁପୱାଡା ଜିଲାର ତଙ୍ଗଧାର ସେକ୍ଟରରେ ଅନୁପ୍ରବେଶ ସମୟରେ ଜଣେ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଏନ୍‌କାଉଣ୍ଟର କରିଛନ୍ତି। ଶୁକ୍ରବାର ସକାଳେ କୁପୱାଡାରେ ବର୍ଷା ହେଉଥିବା...

ଗାନ୍ଧୀ ପରିବାର ନିକଟରୁ ଏସ୍‌ପିଜି ସୁରକ୍ଷା ଛଡ଼ାଇ ନେଇ ପାରନ୍ତି ମୋଦି ସରକାର

ନୂଆଦିଲ୍ଲୀ,୮।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଏମାନଙ୍କ...

ବିଦାୟ ଜେନେରାଲ…

ନୂଆଦିଲ୍ଲୀ,୧୦ ।୧୨: ପଞ୍ଚଭୂତରେ ବିଲିନ ହୋଇଛି ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ...

୭ ସ୍ବତନ୍ତ୍ର ଟ୍ରେନ୍‌: ୬ ହଜାରରୁ ଅଧିକ ଶ୍ରମିକଙ୍କ ଘରବାହୁଡ଼ା

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ଲାଗି...

ନବମ ସ୍ଥାନକୁ ଉଠିଲା ଭାରତ

ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ...

ଲକ୍ଷ୍ନୌ ସଡ଼କରେ ଫୁଟିଲା ଗୁଳି

ଲକ୍ଷ୍ନୌ,୨।୨: ଉତ୍ତର ପ୍ରଦେଶର ଆଇନ ବ୍ୟବସ୍ଥାକୁ ନେଇ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାଜଧାନୀ ଲକ୍ଷ୍ନୌର ହଜରତଗଞ୍ଜଠାରେ ରବିବାର ସକାଳେ ରାସ୍ତା ଉପରେ ଗୁଳିକରି ଅଖିଳ...

Advertisement
Archives

Model This Week