Posted inଜାତୀୟ

ନନ୍ଦିଗ୍ରାମରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ

କୋଲକତା,୧୮।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ରାଜନୀତି ଜୋରସୋରରେ ଚାଲିଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ବଡ ଘୋଷଣା କରିଛନ୍ତି। ସେ ଏଥର ନନ୍ଦିଗ୍ରାମରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ମମତା ବାନାର୍ଜୀ ନନ୍ଦିଗ୍ରାମ ଏକ ସଭାକୁ ସମ୍ବୋଧନ କରି କହିଛନ୍ତି ଯେ, ମୁଁ ନନ୍ଦିଗ୍ରାମ ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବି। ଯଦି ସମ୍ଭବ, ମୁଁ ଉଭୟ ଭବାନୀପୁର ଏବଂ ନନ୍ଦିଗ୍ରାମରୁ ନିର୍ବାଚନ ଲଢିବି। ଏଥର ମଧ୍ୟ ବଙ୍ଗଳାରେ ଟିଏମସି ସରକାର ଗଠନ ହେବ ଏବଂ ଦଳ ୨୦୦ରୁ ଅଧିକ ସିଟ ପାଇବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଶୁଭେନ୍ଦୁ ଅଧିକାରୀ ବର୍ତ୍ତମାନ ନନ୍ଦିଗ୍ରାମର ଜଣେ ବିଧାୟକ, ଯିଏକି ଗତ ମାସରେ ତୃଣମୂଳ କଂଗ୍ରେସରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇଚାରାର ଅନନ୍ୟ ଉଦାହରଣ: ଗୋଟିଏ ପେଣ୍ଡାଲରେ ଗଣେଶ ପୂଜା, ମହରମ୍‌ ପାଳିତ

ବେଙ୍ଗାଲୁରୁ, ୧୦।୯: ଗୋଟିଏ ସପ୍ତାହରେ ହିନ୍ଦୁଙ୍କ ଗଣେଶ ପୂଜା ଏବଂ ମୁସଲମାନ ସମ୍ପଦାୟର ମହରମ୍‌ ପର୍ବ ବହୁ ଧୂମଧାମରେ ପାଳନ କରାଯାଇଛି। ଏହି ଅବସରରେ କର୍ନାଟକର...

ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ: ଜଣେ ମୃତ

ସୀତାମଢି,୧୨ ।୬: ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ସୀମାରେ ଦୁଇ ଦେଶ ମଧ୍ୟରେ...

ବନ୍ଦ ହେବ ସରକାରୀ ମଦ ଦୋକାନ

ନୂଆଦିଲ୍ଲୀ,୧୬ ।୧୧: ରାଜଧାନୀ ଦିଲ୍ଲୀରେ ଔପଚାରିକ ଭାବେ ଏବେ ସରକାରୀ ମଦ ଦୋକାନ ବନ୍ଦ ହେବାକୁ ଯାଉଛି । ଏବେ ଏହା କେବଳ ଘରୋଇ ଦୋକାନରେ...

୨୧ କେନ୍ଦ୍ରୀୟ ବିଦ୍ୟାଳୟ ଗୃହ ଅସୁରକ୍ଷିତ

ନୂଆଦିଲ୍ଲୀ,୨୪ା୭(ପି.ଟି.): ଦେଶରେ ଚାଲିଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରୁ ୨୧ଟିର ଶ୍ରେଣୀଗୃହ ଅସୁରକ୍ଷିତ ରହିଛି। ଏଗୁଡ଼ିକ ସମ୍ପୂର୍ଣ୍ଣ କିମ୍ବା ଆଂଶିକଭାବେ ଅସୁରକ୍ଷିତ ଥିବାରୁ ଏଠାରେ ପାଠ ପଢ଼ାଯାଇ...

ନାରାୟଣନଙ୍କୁ ଫସାଇବା ପାଇଁ ଚାପ ପକାଯାଇଥିଲା

ଥିରୁଭାନନ୍ତପୁରମ୍‌, ୧୮।୪: ଇସ୍ରୋର ୨୭ ବର୍ଷର ପୁରୁଣା ଗୁପ୍ତଚର ବୃତ୍ତି ମାମଲାରେ ଷଡ଼ଯନ୍ତ୍ର ହୋଇଥିଲା କି ନାହିଁ ତାହାର ସାନି ତଦନ୍ତ ପାଇଁ ସୁପ୍ରିମକୋର୍ଟ ଗୁରୁବାର...

ଜିମ୍‌ରେ ପ୍ରେମିକାଙ୍କ ସହ ଧରାପଡିଲେ ସ୍ବାମୀ: ସ୍ତ୍ରୀ କଲେ ଏମିତି କାମ

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ଭୋପାଳରେ ଏକ ରୋଚକ ଘଟଣା ଘଟିଛି। ଏଠାରେସ୍ବାମୀ, ତାଙ୍କ ଗର୍ଲଫ୍ରେଣ୍ଡ ଏବଂ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାର ଭିଡିଓ ଭାଇରାଲ ହେବାରେ ଲାଗିଛି।...

ଦେଶର ସଙ୍କଟ ଜନକ ଅର୍ଥବ୍ୟବସ୍ଥାରୁ ଧ୍ୟାନ ହଟାଇବା ପାଇଁ ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି: ସୁରେଜଓ୍ବାଲା

ନୂଆଦିଲ୍ଲୀ,୨୨।୮: ଦେଶର ସଙ୍କଟଜନକ ଅର୍ଥବ୍ୟବସ୍ଥାରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଗିରଫ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ବରିଷ୍ଠ ସଦସ୍ୟ...

‘ମୁଖ୍ୟମନ୍ତ୍ରୀ ଚେହେରା ନାହିଁ, ଦଳ ପାଇଁ ମିଳିମିଶି କାମ କର’

ବେଙ୍ଗାଲୁରୁ,୨୧।୭: ୨୦୨୩ ବିଧାନସଭା ନିର୍ବାଚନ ପୂର୍ବରୁ କର୍ନାଟକରେ କଂଗ୍ରେସ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। କଂଗ୍ରେସ ନେତା ସିଦ୍ଧରମୈୟା ଏବଂ କର୍ନାଟକ ୟୁନିଟ ସଭାପତି...

Advertisement
Archives

Model This Week