Posted inଜାତୀୟ

ପାର୍ଥଙ୍କୁ ମନ୍ତ୍ରୀ ପଦରୁ ହଟାଇବା ପରେ କ’ଣ କହିଲେ ମମତା

କୋଲକାତା,୨୮ ।୭: ପଶ୍ଚିମବଙ୍ଗରେ ଶିକ୍ଷକ ଭର୍ତ୍ତି ଘୋଟାଲା ମାମଲାରେ ଗିରଫ ହୋଇଥିବା ପାର୍ଥ ଚାଟାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମନ୍ତ୍ରୀ ପଦରୁ ହଟାଇ ଦେଇଛନ୍ତି । ସବ୍ରୁଆଡୁ ଦାବି ହେବା ପରେ ମମତା ପାର୍ଥଙ୍କୁ ତାଙ୍କ କ୍ୟାବିନେଟରୁ ବାହାର କରି ଦେଇଛନ୍ତି । ଏହାପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ।
ମମତା କହିଛନ୍ତି ଜଣେ ଝିଅଙ୍କ ପାଖରୁ ନଗଦ ଟଙ୍କା ଜବତ କରାଯାଇଛି ଆଉ ସେ ଏହାକୁ ବାରମ୍ବାର ଦେଖାଉଛନ୍ତି । ମୁଁ ପାର୍ଥଙ୍କୁ କ୍ୟାବିନେଟରୁ ବାହାର କରିଦେଇଛି । କାରଣ ମୋ ଦଳ ସଚ୍ଚୋଟ ଦଳ । ଯଦି କେହି ଭାବୁଥାଆନ୍ତି ଏହା କେବଳ ଦେଖାଇବା ପାଇଁ ଧାରଣା ବଦଳାଇବାକୁ ତେବେ ତାହା ଭୁଲ । ନାଟକ ବହୁତ ବଡ । ହେଲେ ମୁଁ ଏବେ ଏ ନେଇ କିଛି କହିବି ନାହିଁ । ସୂଚନଯୋଗ୍ୟ, ପାର୍ଥ ଚାଟାର୍ଜୀ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର କଷ୍ଟୋଡିରେ ରହିଛନ୍ତି । ତାଙ୍କ ସମ୍ପର୍କିୟା ଅର୍ପିତା ମୁଖାର୍ଜୀଙ୍କ ଘରୁ କୋଟି କୋଟି ଟଙ୍କା ଜବତ ହେବା ପ୍ରକ୍ରିୟା ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଳଦ୍ୱୀପକୁ ସହାୟତା ଯୋଗାଇବ ଭାରତ, ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷରିତ…

ନୂଆଦିଲ୍ଲୀ, ୨।୮ : ଚାରି ଦିନିଆ ଗସ୍ତରେ ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ଭାରତ ଆସିଛନ୍ତି। ମଙ୍ଗଳବାର ସେ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ...

ମହାରାଷ୍ଟ୍ରରେ କୌଣସି ମାମଲାର ଯାଞ୍ଚ ପୂର୍ବରୁ ସିବିଆଇକୁ ନେବାକୁ ପଡିବ ରାଜ୍ୟ ସରକାରଙ୍କ ଅନୁମତି

ମୁମ୍ବାଇ,୨୨ ।୧୦: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାର କୌଣସି ମାମଲାର ଯାଞ୍ଚ ପାଇଁ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ସିବିଆଇକୁ ଦେଇଥିବା ସହମତିକୁ ପ୍ରତ୍ୟାହର କରି ନେଇଛନ୍ତି...

ସମ୍ବର ପାଇଁ ମା’, ଭଉଣୀଙ୍କୁ ହତ୍ୟା

ବେଙ୍ଗାଲୁରୁ,୧୫।୧୦: ଘରେ ତିଆରି ସମ୍ବର ସୁଆଦିଆ ନ ଲାଗିବାରୁ ଜଣେ ଯୁବକ ତାଙ୍କ ମା’ ଓ ଭଉଣୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଏଭଳି ଲୋମ...

ମେଘାଳୟରେ କଂଗ୍ରେସକୁ ବଡ ଝଟକା, ସମସ୍ତ ୫ ବିଧାୟକ ଭାଜପା ସମର୍ଥିତ ମେଣ୍ଟରେ ସାମିଲ

ଶିଲଂ,୮ ।୨: ପଡୋଶୀ ରାଜ୍ୟ ମଣିପୁରରେ ନିର୍ବାଚନୀ ବାତାବରଣ ଉଷ୍ମ ଥିବା ବେଳେ ମେଘାଳୟରେ କଂଗ୍ରେକୁ ବଡ ଝଟ୍‌କା ଲାଗିଛି । ମେଘାଳୟର ୫ ବିଧାୟକ...

ପୁଣି ଫେରିଆସ, ରାଜ୍ୟ ସଭା ସଦସ୍ୟଙ୍କ ବିଦାୟୀ ଭାଷଣରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୩୧।୩ : ରାଜ୍ୟ ସଭାର ୭୨ ଜଣ ଏମ୍‌ପିଙ୍କୁ ଗୁରୁବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ସେମାନଙ୍କ ମଧ୍ୟରେ କପିଲ ସିବଲ, ପି ଚିଦାମ୍ବରମ, ଜୟରାମ...

ଗୋଚାଲାଣକାରୀଙ୍କ ଉପରେ ଫୁଟିଲା ଗୁଳି

ଲକ୍ଷ୍ନୌ,୯ା୩: ଉତ୍ତରପ୍ରଦେଶରେ ଗୋରୁ ଚାଲାଣ କରୁଥିବା ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଫଳରେ ସେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ହେଲେ...

ମଝି ନଈରେ ଓଲଟିଲା ଡଙ୍ଗା

ପାଟନା,୫।୧୧: ବିହାରର ଭାଗଲପୁରରେ ୧୦୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ମଝିନଈରେ ଓଲଟି ପଡ଼ିଛି। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ...

ହାଇବ୍ରିଡ୍‌ ହେବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୧୩ା୬ : ଏଥର ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ହାଇବ୍ରିଡ୍‌ ହୋଇପାରେ। ଅର୍ଥାତ୍‌ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ସଦସ୍ୟଙ୍କ ଉପସ୍ଥିତି ବ୍ୟକ୍ତିଗତ ଏବଂ...

Advertisement
Archives

Model This Week