Posted inଜାତୀୟ

ହ୍ବିଲ ଚେୟାରରେ ନଜର ଆସିଲେ ମମତା: ହେଲିକପ୍ଟର ଜରୁରୀ ଅବତରଣ କରିବା ବେଳେ ହୋଇଥିଲେ ଆହାତ

ନୂଆଦିଲ୍ଲୀ,୨୮।୬: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ହେଲିକପ୍ଟର ଜରୁରୀ ଅବତରଣ କରିବା ବେଳେ ଆହତ ହୋଇଛନ୍ତି। ତାଙ୍କ ଆଣ୍ଠୁ ଓ ହିପ୍‌ରେ ଆଘାତ ଲାଗିଛି। ଏଥିପାଇଁ ସେ ହସ୍ପିଟାଲରେ ଭର୍ତ୍ତି ମଧ୍ୟ ହୋଇଥିଲେ।

ସୂଚନାଯୋଗ୍ୟ, ବିମାନବନ୍ଦରରେ ହେଲିକପ୍ଟରରୁ ଓହ୍ଲାଇବାକୁ ଚେଷ୍ଟା କରୁଥିବା ବେଳେ ବାନାର୍ଜୀଙ୍କ ପିଠି ଏବଂ ଗୋଡରେ ଆଘାତ ଲାଗିଥିଲା। ପରେ ସେ ବାଗଡୋଗ୍ରା ବିମାନବନ୍ଦରରୁ ବିମାନ ଯୋଗେ କୋଲକାତା ଫେରିଥିଲେ। ଜଣେ ଅଧିକାରୀ କହିଛନ୍ତି ଯେ ତୁରନ୍ତ କୋଲକାତାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସରକାରୀ ଏସଏସକେଏମ ଡାକ୍ତରଖାନାକୁ ନିଆଯାଇଥିଲା, ଯେଉଁଠାରେ ତାଙ୍କର ଏମଆରଆଇ କରାଯାଇଥିଲା।

ହସ୍ପିଟାଲର ଡାକ୍ତରମାନଙ୍କ କହିବା କଥା ଯେ ଏମଆରଆଇ ସ୍କାନରୁ ଜଣାପଡିଛି ଯେ ମମତାଙ୍କ ବାମ ଗୋଡ ଆଣ୍ଠୁରେ ଲିଗାମେଣ୍ଟ ଜନିତ ଆହତ ସମସ୍ୟା ରହିଛି। ସେହିପରି ବାମ ପଟ ହିପ୍‌ର ଜଏଣ୍ଟରେ ମଧ୍ୟ ଆଘାତ ଲାଗିଛି। ଯାହାପାଇଁ ତାଙ୍କୁ ହସ୍ପିଟାଲରେ ଆଡମିଟ ହେବାକୁ କୁହାଯାଇଥିଲା। କିନ୍ତୁ ସେ ଆଡମିଟ ହେବାକୁ ମନା କରି ଦେଇଛନ୍ତି। ସେ ଘରେ ନିଜର ଚିକିତ୍ସା କରିବା ବୋଲି କହି ହସ୍ପିଟାଲ ଛାଡି ଚାଲି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri