ମମତାଙ୍କୁ ଛେନାପୋଡ,ରୂପା ତାରକସି କାରୁକାର୍ଯ୍ୟର ଉପହାର ଦେଲେ ନବୀନ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମତାଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗବସ୍ତ୍ର ଦେଇ ସ୍ବାଗତ ସହ ଛେନାପୋଡ ଓ ରୂପା ତାରକସି କାରୁକାର୍ଯ୍ୟର ଉପହାର ଦେଇଥିଲେ। ସେହିପରି ମମତା ମଧ୍ୟ ବିଶ୍ୱ ବାଂଲା ଦ୍ୱାରା ପ୍ରସ୍ତୁତ ଏକ ଶାଲ ନବୀନଙ୍କୁ ଉପହାର ଦେଇଥିଲେ। ତେବେ ଏହି ସାକ୍ଷାତରେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ରାଜନୀତିକ ପ୍ରସଙ୍ଗରେ କୌଣସି ଆଲୋଚନା ହୋଇନଥିବା ଦୁଇ ନେତା କହିଥିବାବେଳେ ସଂଘୀୟ ବ୍ୟବସ୍ଥାର ସ୍ଥାୟିତ୍ୱ ଓ ସୁଦୃଢ ବଜାୟ ରହିବା ଉପରେ ଗୁରୁତ୍ୱ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri