Posted inଜାତୀୟ

‘ଆମକୁ ୧୦ ଲକ୍ଷ ଟଙ୍କାର ବୀମା ଦିଅନ୍ତୁ ସରକାର…’ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ମମତା

କୋଲକାତା,୧୩ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ବିଧାନସଭାରେ ସମ୍ବୋଧନ ଦେବା ଅବସରରେ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ୍ ବର୍ଷିଛନ୍ତି । ‘କାଓ ହଗ ଡେ’କୁ ନେଇ ଉଠିଥିବା ବିବାଦକୁ ନେଇ ମମତା କହିଛନ୍ତି, ସେମାନେ ଆମକୁ କହୁଛନ୍ତି ଭାଲେଣ୍ଟାଇନ ଡେ’ରେ ଗାଈକୁ ଆଲିଙ୍ଗନ କର । ଯଦି ଆମକୁ ଗାଈ ସିଙ୍ଗ ମାରିଦିଏ ତେବେ କ’ଣ ହେବ ବୋଲି ମମତା ପ୍ରଶ୍ନ କରିଥିଲେ । ସେ କହିଥିଲେ ଏମିତି କରିବାରେ ମୋର କୌଣସି ଆପତ୍ତି ନାହିଁ ହେଲେ ଭାଜପା ଆମକୁ ଏହି ସାହସିକ କାମ କରିବାକୁ ୧୦ ଲକ୍ଷ ଟଙ୍କର ବୀମା ଦେବା ଦରକାର । ଏହାସହ ମଇଁଷିକୁ ଆଲିଙ୍ଗନ କଲେ ୨୦ ଲକ୍ଷ ଟଙ୍କାର ବୀମା ଦେବା ଦରକାର ।

ସୂଚନାଯୋଗ୍ୟ, କେନ୍ଦ୍ରର ମତ୍ସ, ପଶୁପାଳନ ଓ ଡେୟରି ମନ୍ତ୍ରଣାଳୟର ପଶୁପାଳନ ଓ ଡେୟରି ବିଭାଗ ଅନ୍ତର୍ଗତ ଏଡବ୍ଲୁବିଆଇ ଭାଲେଣ୍ଟାଇନ ଡେ ଅର୍ଥାତ୍ ୧୪ ଫେବୃୟାରୀକୁ କାଓ ହଗ ଡେ ଭାବେ ପାଳନ କରିବାକୁ ଅପିଲ କରିଥିଲା । ଏହାପରେ ଏହି ଅପିଲର ସୋସିଆଲ ମିଡିଆରେ ଖୁବ୍ ମଜା ଉଡିଥିଲା । ଏହାପରେ ପଶୁ କଲ୍ୟାଣ ବୋର୍ଡ(ଏଡବ୍ଲୁବିଆଇ) ଏହି ଅପିଲକୁ ଫେରାଇ ନେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri