Posted inଜାତୀୟ

‘ଆମକୁ ୧୦ ଲକ୍ଷ ଟଙ୍କାର ବୀମା ଦିଅନ୍ତୁ ସରକାର…’ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ମମତା

କୋଲକାତା,୧୩ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ବିଧାନସଭାରେ ସମ୍ବୋଧନ ଦେବା ଅବସରରେ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ୍ ବର୍ଷିଛନ୍ତି । ‘କାଓ ହଗ ଡେ’କୁ ନେଇ ଉଠିଥିବା ବିବାଦକୁ ନେଇ ମମତା କହିଛନ୍ତି, ସେମାନେ ଆମକୁ କହୁଛନ୍ତି ଭାଲେଣ୍ଟାଇନ ଡେ’ରେ ଗାଈକୁ ଆଲିଙ୍ଗନ କର । ଯଦି ଆମକୁ ଗାଈ ସିଙ୍ଗ ମାରିଦିଏ ତେବେ କ’ଣ ହେବ ବୋଲି ମମତା ପ୍ରଶ୍ନ କରିଥିଲେ । ସେ କହିଥିଲେ ଏମିତି କରିବାରେ ମୋର କୌଣସି ଆପତ୍ତି ନାହିଁ ହେଲେ ଭାଜପା ଆମକୁ ଏହି ସାହସିକ କାମ କରିବାକୁ ୧୦ ଲକ୍ଷ ଟଙ୍କର ବୀମା ଦେବା ଦରକାର । ଏହାସହ ମଇଁଷିକୁ ଆଲିଙ୍ଗନ କଲେ ୨୦ ଲକ୍ଷ ଟଙ୍କାର ବୀମା ଦେବା ଦରକାର ।

ସୂଚନାଯୋଗ୍ୟ, କେନ୍ଦ୍ରର ମତ୍ସ, ପଶୁପାଳନ ଓ ଡେୟରି ମନ୍ତ୍ରଣାଳୟର ପଶୁପାଳନ ଓ ଡେୟରି ବିଭାଗ ଅନ୍ତର୍ଗତ ଏଡବ୍ଲୁବିଆଇ ଭାଲେଣ୍ଟାଇନ ଡେ ଅର୍ଥାତ୍ ୧୪ ଫେବୃୟାରୀକୁ କାଓ ହଗ ଡେ ଭାବେ ପାଳନ କରିବାକୁ ଅପିଲ କରିଥିଲା । ଏହାପରେ ଏହି ଅପିଲର ସୋସିଆଲ ମିଡିଆରେ ଖୁବ୍ ମଜା ଉଡିଥିଲା । ଏହାପରେ ପଶୁ କଲ୍ୟାଣ ବୋର୍ଡ(ଏଡବ୍ଲୁବିଆଇ) ଏହି ଅପିଲକୁ ଫେରାଇ ନେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri