Posted inଜାତୀୟ

ଆଜି ଦିଦିଙ୍କ ରାଜନୈତିକ ଭବିଷ୍ୟତର ଭାଗ୍ୟ ପରୀକ୍ଷା

କୋଲକାତା,୩ ।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଆଜି ଭାଗ୍ୟ ପରୀକ୍ଷା । ଆଉ ମାତ୍ର କେଇ ଘଣ୍ଟା ମଧ୍ୟରେ ନିଶ୍ଚିତ ହୋଇଯିବ କି ସେ ମୁଖ୍ୟମନ୍ତ୍ରୀ ଆସନରେ ରହିବେ ନା ତାଙ୍କୁ ଇସ୍ତଫା ଦେବାକୁ ପଡିବ । ରବିବାର ଭବାନିପୁର ଉପନିର୍ବାଚନର ଭୋଟ ଗଣତି ହେଉଥିବା ବେଳେ ଏହି ଆସନରୁ ନିର୍ବାଚନ ଲଢିଥିବା ମମତା ବାନାର୍ଜୀଙ୍କୁ ଯେମିତି ହେଉ ଜିତିବାର ଅଛି । ନଚେତ୍ ତାଙ୍କୁ ମୁଖ୍ୟମନ୍ତ୍ରୀ ଆସନ ଛାଡିବାକୁ ପଡିବ । ଏହି ଆସନରୁ ମମତାଙ୍କ ସହ ଟକ୍କର ଦେଉଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରାର୍ଥୀ ପ୍ରିୟଙ୍କା ଟେବରିୱାଲ । ସୂଚନାଯୋଗ୍ୟ, ଗୁରୁବାର ଭବାନିପୁର ବିଧାନସଭା ଆସନ ପାଇଁ ମତଦାନ କରାଯାଇଥିଲା । ଏହାସହ ଶମଶେରଗଞ୍ଜ ଓ ଜଙ୍ଗିପୁର ବିଧାନସଭା ଆସନରେ ହୋଇଥିବା ଉପନିବର୍ପାଚନର ଭୋଟଗଣତି ବି ରବିବାର କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri