Posted inଜାତୀୟ

ପଶ୍ଚିମବଙ୍ଗରେ ପାଳନ କରାଯିବ ‘ଖେଲୋ ହୋବେ ଦିବସ’

କୋଲକାତା,୬ ।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟ ଲାଭ କରି ତୃତୀୟ ଥର ଲାଗି ଶାସନ ଭାର ସମ୍ଭାଳିଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ଏବେବି ତୁତୁମେମେ ଲାଗି ରହିଛି । ମଙ୍ଗଳବାର ପୁଣିଥରେ ଭାଜପାକୁ ଟାର୍ଗେଟ କରି ମମତା କହିଛନ୍ତି ଯଦି ବିଧାନସଭା ନିର୍ବାଚନରେ ନିର୍ବାଚନ କମିଶନ ଭାଜପାକୁ ସହଯୋଗ କରି ନ ଥାନ୍ତେ ତେବେ ଭାଜପା ୩୦ ଆସନରେ ବି ବିଜୟଲାଭ କରି ପାରି ନ ଥାନ୍ତା । ତେବେ ନିର୍ବାଚନ ପ୍ରଚାର ସମୟରେ କର୍ମୀମାନେ ‘ଖେଲୋ ହୋବେ’ ବୋଲି ଖୁବ୍ ସ୍ଲୋଗାନ ଦେଉଥିଲେ । ଆଉ ଏବେ ରାଜ୍ୟରେ ଖୋଲୋ ହୋବେ ବା ଖେଳ ଦିବସ ପାଳନ କରାଯିବ ବୋଲି ମମତା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛୁଟି ପାଇଁ ମିଛ

ନୂଆଦିଲ୍ଲୀ: କାର୍ଯ୍ୟକ୍ଷେତ୍ରରେ ଛୁଟି ପାଇଁ ଅନେକେ କରିଥାନ୍ତି ବାହାନା। ଏହା ଭାରତ ଭଳି ଦେଶରେ ସାଧାରଣ କଥା। ହେଲେ ଏକଥା ଜାଣି ଆଶ୍ଚର୍ଯ୍ୟ ହେବେ ବିଶ୍ୱର...

ଦେଶବାସୀଙ୍କୁ ମୋଦିଙ୍କ ଖାସ୍‌ ଅପିଲ୍‌

ନୂଆଦିଲ୍ଲୀ,୧୧।୧୨: ନୂଆ କୃଷି ଆଇନକୁ ନେଇ କୃଷକ ସଂଗଠନ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ନିୟମ ବିରୁଦ୍ଧରେ କୃଷକଙ୍କ...

ସ୍କୁଲ ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବ, ବିରୋଧ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ଡାକ୍ତର…

ଥିରୁଭାନନ୍ତପୁରମ୍‌,୨୧।୧୦: ସ୍କୁଲ ପିଲାଙ୍କୁ କରୋନା ମହାମାରୀ ଲଢ଼େଇରେ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦିଆଯିବା ପ୍ରସ୍ତାବକୁ ବିରୋଓ କରି କେରଳର ଜଣେ ଡାକ୍ତର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।...

ଅଯୋଧ୍ୟାରେ ମର୍ମନ୍ତୁଦ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୮।୭: ଉତ୍ତରପ୍ରଦେଶ ବାରାବଙ୍କି ଜିଲାର ରାମ ସନେହି ଘାଟ କୋତଓ୍ବାଲି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୮ଜଣଙ୍କର ମୃତ୍ୟୁ ହୋଇଥିବା...

ଶୋପିଆନ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା ଏବଂ ସୁରକ୍ଷା ବାହିନୀ ପକ୍ଷରୁ ଅଭିଯାନ ଜାରି ରହିଛି। ଏହିକ୍ରମରେ ଶନିବାର ଶୋପିୟାନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହଁି...

ଦେଶୀ ଘିଅକୁ ପଛରେ ପକାଇଲାଣି ପେଟ୍ରୋଲ

ନୂଆଦିଲ୍ଲୀ,୧୬।୭: ଦେଶୀ ଘିଅଠାରୁ ପେଟ୍ରୋଲ ଦର ଅଧିକ ହେଲାଣି। ଡେରାଡୁନ ସ୍ଥିତ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସରକାରଙ୍କୁ ଏଭଳି କଡ଼ା...

କବରରୁ ବାହାରି ସାକ୍ଷୀ ଦେଲା ମୃତଦେହ

ପାଟନା, ୨୨।୭: କଥାରେ ଅଛି ସତ କେବେ ଲୁଚି ରହେନା। କରିଥିବା ଅପରାଧ ଦିନେ ନା ଦିନେ ପ୍ରକାଶିତ ହେବ ବୋଲି କେତେକ କହିଥାନ୍ତି। ଏହାର...

ମାନସିକ ଭାରସାମ୍ୟ ହରାଇଛନ୍ତି କୁମାରସ୍ବାମୀ: ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ,୨୭।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ତାଙ୍କ ମାନସିକ ସନ୍ତୁଳନ ହରାଇ ବସିଛନ୍ତି ବୋଲି ଗୁରୁବାର କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି । ବିଶେଷ କରି...

Advertisement
Archives

Model This Week