Posted inଜାତୀୟ

ନାମାଙ୍କନ ଦାଖଲ ପରେ ମମତାଙ୍କ ଉପରେ ଆକ୍ରମଣ

ନନ୍ଦିଗ୍ରାମ,୧୦।୩ : ନନ୍ଦିଗ୍ରାମ ଆସନ ପାଇଁ ନାମାଙ୍କନ ଦାଖଲ କରିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ମମତାଙ୍କ ଗୋଡ଼ରେ ଆଘାତ ଲାଗିଛି। ତେବେ ଘଟଣା ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ। ଘଟଣା ସ୍ଥଳରୁ ଆସିଥିବା ଭିଡିଓରେ ମମତାଙ୍କୁ ସୁରକ୍ଷା କର୍ମୀ ଉଠାଇ ନେଇ କାର ପଛ ସିଟ୍‌ରେ ବସାଉଥିବା ଦେଖିବାକୁ ମିଳିଛି।

୬୬ ବର୍ଷୀୟା ମମତା ନନ୍ଦିଗ୍ରାମରେ ବୁଧବାର ରାତିରେ ରହିବା ନେଇ ଆଶା କରାଯାଉଥିଲା। ହେଲେ ଏହି ଘଟଣା ପରେ କୋଲକାତା ଅଭିମୁଖେ ବାହାରି ଯାଇଛନ୍ତି ମମତା। ଉଲ୍ଲେଖଯୋଗ୍ୟ, ନନ୍ଦିଗ୍ରାମ ଆସନରେ ରାଜ୍ୟ ବିଧାନ ସଭାର ସବୁଠୁ ବଡ଼ ମୁକାବିଲା ହେବାକୁ ଯାଉଛି। ଏଠାରେ ମମତାଙ୍କ ସମ୍ମୁଖୀନ ହେବେ ଭାଜପାର ସୁଭେନ୍ଦୁ ଅଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

ବଙ୍ଗ ରାଜନୀତିରେ ହଇଚଇ! ମମତାଙ୍କୁ ବଡ଼ ଝଟ୍‌କା, ପୁତୁରା ଅଭିଷେକଙ୍କ ପାଇଁ ଦଳ ଛାଡ଼ିବେ କି କଲ୍ୟାଣ?

କୋଲକାତା,୧୧।୬: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି)କୁ ଝଟକା ପରେ ଝଟକା ଲାଗୁଛି । ମମତାଙ୍କ ନିକଟତମ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ କୁହାଯାଉଥିବା କଲ୍ୟାଣ ବାନାର୍ଜୀ ଏବେ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri