Posted inଜାତୀୟ

ମମତାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଉପରେ ମଧ୍ୟ ଏହା ପ୍ରଭାବ ପକାଇବା ଆରମ୍ଭ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପରେ ଏବେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ନିର୍ବାଚନ ରାଲି ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ଅବଶିଷ୍ଟ ପର୍ଯ୍ୟାୟ ପାଇଁ ସେ କୋଲକତାରେ ପ୍ରଚାର କରିବେ ନାହିଁ ବୋଲି  କହିଛନ୍ତି। ଟିଏମସି ଏମ୍‌ପି ଡେରେକ ଓ’ବ୍ରାଇନ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି।  ଓ’ବ୍ରାଇନ ଏକ ଟୁଇଟ୍‌ରେ କହିଛନ୍ତି ଯେ ପଶ୍ଚିମବଙ୍ଗ ନିର୍ବାଚନ ମଧ୍ୟରେ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ମମତା ବାନାର୍ଜୀ ଆଉ କୋଲକାତାରେ ପ୍ରଚାର କରିବେ ନାହିଁ। ବାକି ସବୁ ଜିଲାରେ ସେ ନିର୍ବାଚନ ରାଲିର ସମୟକୁ କମାଇ ଦେଇଛନ୍ତି। ମାତ୍ର ୩୦ ମିନିଟ ମଧ୍ୟରେ ସେ ରାଲି ଶେଷ କରିବେ।

ସୂଚନାଯୋଗ୍ୟ ଯେ, ମମତା ବାନାର୍ଜୀ ପୂର୍ବରୁ ନିର୍ବାଚନ ଆୟୋଗଙ୍କ ଠାରେ ଦାବି କରିଥିଲେ ଯେ, ପଶ୍ଚିମବଙ୍ଗର ଅବଶିଷ୍ଟ ପର୍ଯ୍ୟାୟ ପାଇଁ ନିର୍ବାଚନ ଏକାସାଙ୍ଗରେ କରାଯାଉ। ଏଥି ସହିତ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପଶ୍ଚିମବଙ୍ଗରେ ତାଙ୍କର ସମସ୍ତ ର୍ନିବାଚନ ସମାବେଶକୁ ବାତିଲ କରିବାକୁ ନିଷ୍ପତ୍ତି ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଆସନ ପରେ ଏବେ ଦଳ ହରାଇବା ଭୟ ଘାରିଲାଣି ଉଦ୍ଧବଙ୍କୁ

ମୁମ୍ବାଇ,୯ ।୭: ମହାରାଷ୍ଟ୍ରରେ ଶିବସେନା ସହ ମନୋମାଳିନ୍ୟ ହୋଇ ଏକନାଥ ଶିନ୍ଦେ ସରକାର ଗଠନ ତ କରିନେଲେ । ହେଲେ ଏବେ ନିର୍ବାଚନ ଚିହ୍ନକୁ ନେଇ...

ଆଫଗାନିସ୍ତାନରୁ ଭାରତୀୟଙ୍କୁ ଫେରାଇ ଆଣିବାର ପ୍ରକ୍ରିୟା ଜାରି: ଅଭିଯାନର ନାମ ରଖାଗଲା ଅପରେଶନ ‘ଦେବୀ ଶକ୍ତି’

ନୂଆଦିଲ୍ଲୀ,୨୪ ।୮: ଆଫଗାନିସ୍ତାନରେ ତାଲିବାନର ନାଲିଆଖି ପରେ ଏବେ ସେଠାରେ ଥିବା ଭାରତୀୟଙ୍କୁ ସ୍ୱେଦେଶ ଫେରାଇ ଆଣିବାର କାର୍ଯ୍ୟକ୍ରମ ଜାରି ରହିଛି । ଏହାରି ଭିତରେ...

ପ୍ରଶାନ୍ତଙ୍କ ରାୟର ପୁନର୍ବିଚାର ହେଉ

ନୂଆଦିଲ୍ଲୀ, ୩୧।୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ପ୍ରତି ହୋଇଥିବା ରାୟର ପୁନର୍ବିଚାର ଲାଗି ଅନୁରୋଧ କରି ୧୨୨ ଜଣ ଆଇନ...

ପୋଲିସ ବିଭାଗରେ ନିଯୁକ୍ତି ହେବେ ୫୦ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀ: ଯୋଗୀ

ଲକ୍ଷ୍ନୌ,୨।୯: ସରକାରୀ ଚାକିରି ଖୋଜୁଥିବା ଯୁବବର୍ଗଙ୍କ ପାଇଁ ଖୁସି ଖବର। ସୋମବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ ବିଭାଗରେ ୫୦ହଜାରରୁ ଊର୍ଦ୍ଧ୍ୱ ନିଯୁକ୍ତି...

ସଲମାନ ଖାନ୍‌ଙ୍କୁ ହତ୍ୟା ଧମକ

ମୁମ୍ବାଇ,୫।୬:ବଲିଉଡର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହି ଧମକ ଏକ ଚିଠି ମାଧ୍ୟମରେ ଦିଆଯାଇଛି। ସଲମାନ ଖାନଙ୍କ ପିତା ସଲିମ ଖାନ ରବିବାର...

କେରଳରେ ଚିହ୍ନଟ ହେଲେ କରୋନା ଭୂତାଣୁ ସଂକ୍ରମିତ ଦ୍ୱିତୀୟ ବ୍ୟକ୍ତି

ଥିରୁଭାନନ୍ଥପୁରମ,୨।୨: କେରଳରେ ୩ ଦିନ ପୂର୍ବରୁ ଜଣେ କରୋନା ଭୂତାଣୁ ସଂକ୍ରମିତ ପଜିଟିଭ ମିଳିଥିବା ବେଳେ ଏବେ ଆଉ ଜଣେ ବ୍ୟକ୍ତି ଏଥିରେ ସଂକ୍ରମିତ ବୋଲି...

ଦାୟିତ୍ୱ ନେବାର ପ୍ରଥମ ଦିନରେ ଆକ୍ସନ୍‌ ମୋଡ୍‌ରେ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ,୧ା୫: ଭାରତର ନୂଆ ସ୍ଥଳସେନା ମୁଖ୍ୟ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଲ୍ୟୁଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ। ଦାୟିତ୍ୱ ନେବାର ପ୍ରଥମ ଦିନରେ ସେ ଆକ୍ସନ୍‌...

ଭାରତରେ ପ୍ରବେଶ କଲା କରୋନାର ନୂଆ ଭାରିଆଣ୍ଟ ‘ଏକ୍ସଇ’

ମୁମ୍ବାଇ,୬।୪: କରୋନା ଭୂତାଣୁ ‘ଏକ୍ସଇ’ ର ନୂଆ ଭାରିଆଣ୍ଟ ଭାରତରେ ମଧ୍ୟ ପ୍ରବେଶ କରିଛି। ଏହାର ସଂକ୍ରମଣର ପ୍ରଥମ ସଂକ୍ରମିତ ବୁଧବାର ମୁମ୍ବାଇରେ ଚିହ୍ନଟ ହୋଇଛି।...

Advertisement
Archives

Model This Week