Posted inଜାତୀୟ

ଟିଏମସିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୧୭।୧୨-ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଗୁରୁବାର ଟିଏମ୍‌ସିର ସମସ୍ତ ପଦବୀରୁ ଇସ୍ତଫା ଦେଇଛନ୍ତି। ଏ ନେଇ ଶୁଭେନ୍ଦୁ ଟିଏମ୍‌ସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ବୁଧବାର ଶୁଭେନ୍ଦୁ ବିଧାୟକ ପଦରୁ ଇସ୍ତଫା ଦେଇଥିଲେ। ଖୁବଶିଘ୍ର ସେ ଭାଜପାରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି। ପୁରବା ମେଦିନୀପୁର ଜିଲାର ନନ୍ଦିଗ୍ରାମ ନିର୍ବାଚନ ମଣ୍ଡଳୀରୁ ସେ ପ୍ରତିନିଧିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରେ କଂଗ୍ରେସକୁ ଝଟ୍‌କା: ମହୁଆ ମାଜିଙ୍କୁ ପ୍ରାର୍ଥୀ କଲା ଜେଏମ୍‌ଏମ୍‌

ରାଞ୍ଚି,୩୦।୫: ଝାଡ଼ଖଣ୍ଡ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ ମହୁଆ ମାଜିଙ୍କୁ ରାଜ୍ୟ...

ପୀଡ଼ିତାଙ୍କୁ ୨୦୦ ଥର ଫୋନ କରିଥିଲେ ଚିନ୍ମୟାନନ୍ଦ

ଶାହଜାହାନପୁର,୨୧ା୯: ଆଇନ ଛାତ୍ରୀଙ୍କ ସହ ଫୋନ୍‌ରେ କଥା ହୋଇଥିବା ଓ ଚାଟିଂ କରିଥିବା ଭାଜପା ନେତା ଚିନ୍ମୟାନନ୍ଦ ଗିରଫ ହେବା ପରେ ସ୍ବୀକାର କରିଛନ୍ତି। ଏଭଳି...

ପରିବା ବିକାଳୀଙ୍କ ପୁଅଙ୍କୁ ବିଧାନସଭା ଉପନିର୍ବାଚନରେ ପ୍ରାର୍ଥୀ କଲା ଭାଜପା

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶ ବିଧାନସଭା ଉପନିର୍ବାଚନରେ ଭାଜପା ପକ୍ଷରୁ ଜଣେ ପରିବା ବିକାଳୀଙ୍କ ପୁଅଙ୍କୁ ପ୍ରାର୍ଥୀ କରାଯାଇଛି। ଘୋସି ବିଧାନସଭା ଆସନରେ ଭାଜପା ପକ୍ଷରୁ ବିଜୟ ରାଜଭରଙ୍କୁ...

ଏହି ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ, କଲେଜ ବନ୍ଦ: ୪ଟି ଜିଲାରେ ରାତ୍ରକାଳୀନ କର୍ଫ୍ୟୁ ଘୋଷଣା

ଶିମଲା,୨୩।୧୧: ହିମାଚଳ ପ୍ରଦେଶରେ କରୋନାର ବର୍ଦ୍ଧିତ ମାମଲାକୁ ଦେଖି ଡିସେମ୍ବର ୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।...

୫୦୦ ଜିଲାରେ ପ୍ରତିଶ୍ରୁତି ପୂରଣ ଖିଲାପ ସଭା, ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ ଘୋଷଣା …

ଗାଜିଆବାଦ, ୪।୭ : ମିଳିତ କୃଷକ ମୋର୍ଚ୍ଚା (ଏସକେଏମ୍‌) ପକ୍ଷରୁ ସର୍ବନିମ୍ନ ସମର୍ଥନ ମୂଲ୍ୟର ଆଇନଗତ ଗ୍ୟାରେଣ୍ଟି ତଥା ଅନ୍ୟାନ୍ୟ ବିଚାରାଧୀନ ଦାବି ସମ୍ବନ୍ଧରେ ଜୁଲାଇ...

ଟୁଇଟ୍‌ କରି ଅଡ଼ୁଆରେ ରାହୁଲ

ନୂଆଦିଲ୍ଲୀ, ୪।୮: ଦକ୍ଷିଣ-ପଶ୍ଚିମ ନୂଆଦିଲ୍ଲୀର କ୍ୟାଣ୍ଟନମେଣ୍ଟ ଏରିଆରେ ରବିବାର ରାତିରେ ଜଣେ ଦଳିତ ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା କରାଯିବା ଘଟଣାକୁ ନେଇ ବିବାଦ ବଢ଼ିବାରେ...

ଏଏପି ମୁହାଁ ଭାଜପା-କଂଗ୍ରେସ ନେତା

ନୂଆଦିଲ୍ଲୀ,୧୫ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଐତିହାସିକ ବିଜୟ ପରେ ଏବେ ଆମ ଆଦମୀ ପାର୍ଟି(ଏଏପି)ର ଡିମାଣ୍ଡ ବଢିଯାଇଛି । ଦଳର ଦମଦାର ପ୍ରଦର୍ଶନକୁ ଦେଖି...

ଭାରତ ଯୋଡ଼ୋ ଯାତ୍ରା ପୋଷ୍ଟରରେ ସଭରକର

ନୂଆଦିଲ୍ଲୀ,୨୨।୯: କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା କ୍ରମାଗତ ଭାବରେ ଚର୍ଚ୍ଚାରେ ଅଛି। ଏହି ଯାତ୍ରାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହେଉଛି।...

Advertisement
Archives

Model This Week