Posted inଜାତୀୟ

ଦିଦିରୁ ଆମ୍ମା ହୋଇଗଲେ ମମତା!

କୋଲକାତା,୧୭ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଏକ ଭିନ୍ନ ପରିଚୟ ତାମିଲନାଡୁରେ ଦେଖିବାକୁ ମିଳିଛି । ପଶ୍ଚିମବଙ୍ଗର ଦିଦି ଏବେ ଆମ୍ମା ହୋଇଯାଇଛନ୍ତି । ଏହାର ପ୍ରମାଣ ଦେଉଛି ଦକ୍ଷିଣ ଭାରତୀୟ ରାଜ୍ୟର ପାଚିରିରେ ଅଙ୍କା ଯାଇଥିବା ତାଙ୍କ ଚିତ୍ର । ସେଠାରେ ତାଙ୍କୁ ଆମ୍ମା ବୋଲି କହି ସମ୍ବୋଧିତ କରାଯାଉଛି । ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କୁ ସେଠାରେ ଆମ୍ମା ବୋଲି ସମ୍ବୋଧନ କରାଯାଉଥିଲା । ଏବେ ମମତାଙ୍କ ଏହି ଚିତ୍ରକୁ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ମନ୍ତ୍ରୀ ଗତ ମେ’ରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନ ସହ ଯୋଡୁଛନ୍ତି । ତାମିଲରେ ଆମ୍ମାର ଅର୍ଥ ହେଉଛି ମା’ । ପଶ୍ଚିମବଙ୍ଗରେ ଦିଦି ଓ ତାମିଲନାଡୁରେ ଆମ୍ମାଙ୍କ ରାଜନୈତିକ ଦୃଷ୍ଟିଭଙ୍ଗି ଏକାଭଳି । ପଶ୍ଚିମବଙ୍ଗ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିବା ସୁବ୍ରତ ମୁଖାର୍ଜୀ କହିଛନ୍ତି. ପଶ୍ଚିମବଙ୍ଗରେ ଚଳିତ ଥର ହୋଇଥିବା ନିର୍ବାଚନକୁ ସାରା ଦେଶ ଦେଖୁଥିଲା । ରାଷ୍ଟ୍ରୀୟ ସ୍ତରରେ ଦିଦିଙ୍କର କେତେ ଯେ ଖାତିର ରହିଛି ତାହା ଏଥିରୁ ସ୍ପଷ୍ଟ ବାରି ହୋଇ ପଡୁଛି । ପୂର୍ବରୁ ପଶ୍ଚିମ ଉତ୍ତରରୁ ଦକ୍ଷିଣ ସବୁଠାରେ ଦିଦଙ୍କର ଭିନ୍ନ ପରିଚୟ ରହିଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri