Posted inଜାତୀୟ

ମହୁଆଙ୍କ ସପକ୍ଷରେ ବାହାରିଲେ ମମତା

କୋଲକାତା,୨୩।୧୧: ସଂସଦରେ ପ୍ରଶ୍ନ ପଚାରିବା ପାଇଁ ଟଙ୍କା ନେଇଥିବା ଅଭିଯୋଗରେ ଛନ୍ଦି ହୋଇପଡିଥିବା ତୃଣମୂଳ କଂଗ୍ରେସ ଏମ୍‌ପି ମହୁଆ ମୋଇତ୍ରାଙ୍କ ସପକ୍ଷରେ ବାହାରିଛନ୍ତି ତାଙ୍କ ଦଳର ସୁପ୍ରିମୋ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଭାଜପା ମୋଇତ୍ରାଙ୍କୁ ହଟାଇବା ପାଇଁ ଷଡଯନ୍ତ୍ର କରିଥିବା ସେ ଅଭିଯୋଗ କରିଛନ୍ତି।
ମମତା କହିଛନ୍ତି, ଭାଜପା ମୋଇତ୍ରାଙ୍କୁ ଲୋକ ସଭାରୁ ହଟାଇବାକୁ ଯୋଜନା କରୁଛି। ଏହା ତାଙ୍କୁ (ମହୁଆ ମୋଇତ୍ରା) ନିର୍ବାଚନ ପୂର୍ବରୁ ଅଧିକ ଲୋକପ୍ରିୟ ହେବାରେ ସାହାଯ୍ୟ କରିବ। ସେ ସଂସଦରେ କହୁଥିଲେ, ଏବେ ସେ ବାହାରେ କଥା ହେବେ।
ଏହାପୂର୍ବରୁ ମମତା ବାନାର୍ଜୀ ମହୁଆ ମୋଇତ୍ରାଙ୍କୁ କୃଷ୍ଣନଗର (ନଦିଆ ଉତ୍ତର)ର ଅଧ୍ୟକ୍ଷ କରିଥିଲେ। ଏଥିପାଇଁ ସେ ଇନଷ୍ଟାଗ୍ରାମରେ ପୋଷ୍ଟ କରି ବାନାର୍ଜୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ଯୁଦ୍ଧ ମଧ୍ୟରେ ଆଡଭାଇଜରି ଜାରି କଲା DGCA: ଏହି ୯ଟି ଦେଶର ଆକାଶମାର୍ଗରେ ଯାତ୍ରା ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୦ା୩: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଯୁଦ୍ଧଗ୍ରସ୍ତ ଉପସାଗରୀୟ ଅଞ୍ଚଳରେ ୯ଟି ଦେଶର ଆକାଶମାର୍ଗକୁ ଏଡ଼ାଇବା ପାଇଁ ପରାମର୍ଶ ଦେଇଛି। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

ବଢିଲା ଭାରତ-ଚାଇନା ସମେତ ଅନେକ ଦେଶର ଟେନସନ, ୫ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ସପ୍ଲାଇ ଉପରେ ପଡ଼ିବ ପ୍ରଭାବ

ଦୋହା/ନୂଆଦିଲ୍ଲୀ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ କେବଳ ଇସ୍ରାଏଲ ଏବଂ ଆମେରିକା ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରୁନାହିଁ ବରଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଟାର୍ଗେଟ କରୁଛି।…

ଆଫଗାନିସ୍ତାନକୁ ଯୁଦ୍ଧରେ ସାହାଯ୍ୟ କରୁଛି ଭାରତ! ପାକିସ୍ତାନ ଆଣିଲା ସାଂଘାତିକ ଅଭିଯୋଗ…

ନୂଆଦିଲ୍‌ଲୀ,୨୦।୩: ଆଫଗାନିସ୍ତାନରେ ତାଲିବାନର ସର୍ୱୋଚ୍ଚ ନେତା ହିବାତୁଆଲ୍ଲାହ ଆଖୁନ୍ଦଜାଦା ପାକିସ୍ତାନ ସମ୍ପର୍କରେ ଏକ ଅତ୍ୟନ୍ତ କଠୋର ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ଇଦ-ଉଲ-ଫିତର ଅବସରରେ କାନ୍ଦାହାରର ଇଦଗାହରେ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri