Posted inଜାତୀୟ

ମୋଦିଙ୍କୁ ଖୁସି କରିବା ମମତା ଦିଦିଙ୍କ ଲକ୍ଷ୍ୟ: ଅଧିର ରଞ୍ଜନ…

ନୂଆଦିଲ୍ଲୀ,୨୦।୩ : ୨୦୨୪ ନିର୍ବାଚନ ପୂର୍ବରୁ ଟିଏମସି ମୁଖ୍ୟ ମମତା ବାନାର୍ଜୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧୀଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇ ମମତା ବାନାର୍ଜୀ କହିଛନ୍ତି, ଯଦି ରାହୁଲ ବିରୋଧୀ ଦଳର ନେତା ରହିବେ ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କେହି ପରାସ୍ତ କରିପାରିବେ ନାହିଁ। କାରଣ ରାହୁଲ ହେଉଛନ୍ତି ମୋଦିଙ୍କର ସବୁଠାରୁ ବଡ ଟିଆରପି। ମମତାଙ୍କ ଏଭଳି ମନ୍ତବ୍ୟ ନେଇ ଏବେ କଂଗ୍ରେସ ଏହାର ଜବାବ ଦେଇଛି।

କଂଗ୍ରେସ ଏମ୍‌ପି ଅଧିର ରଞ୍ଜନ ଚୌଧୁରୀ କହିଛନ୍ତି ମମତା ବାନାର୍ଜୀ ବଙ୍ଗଳାରେ ପ୍ରମାଣ କରିଛନ୍ତି ଯେ ତାଙ୍କ ସହ  ପିଏମ ମୋଦିଙ୍କ ର ଏକ ଚୁକ୍ତି ହୋଇଛି।

କଂଗ୍ରେସ- ରାହୁଲ ଗାନ୍ଧୀଙ୍କୁ ଧ୍ୱଂସ କରିବା ଏବଂ ସେମାନଙ୍କ ଭାବମୂର୍ତ୍ତିକୁ ନଷ୍ଟ କରିବା ସେମାନଙ୍କର ଉଦ୍ଦେଶ୍ୟ। ଇତି ମଧ୍ୟରେ ମମତାଙ୍କ ସ୍ଲୋଗାନ ବଦଳିଛି। ସେ ଇଡି-ସିବିଆଇଠାରୁ ଦୂରେଇ ରହିବାକୁ ଚାହୁଁଛନ୍ତି। ଯିଏ କଂଗ୍ରେସକୁ ବିରୋଧ କରିବ ମୋଦି ଖୁସି ହେବେ। ତେଣୁ ଏବେ ମମତା ଦିଦିଙ୍କର ସବୁଠାରୁ ବଡ ଲକ୍ଷ୍ୟ ହେଉଛି ପିଏମ ମୋଦିଙ୍କୁ ଖୁସି କରିବା।

\


Enter your email to get our daily news in your inbox.

All Right Reserved By Dharitri.Com

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି

ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri