କିଡ୍‌ନୀ ନଷ୍ଟରୁ ସ୍ବାମୀଙ୍କ ମୃତ୍ୟୁ ପରେ ମମତାଙ୍କ କାନ୍ଧରେ ୨ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା,୨୫ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଧରାଖମନ ଗାଁରେ କିଡ୍‌ନୀ ଜନିତ ସମସ୍ୟା ଯୋଗୁ ୧୪ରୁ ଊଦ୍ଧର୍‌ବ ବ୍ୟକ୍ତି ମୃତ୍ୟୁବରଣ କରିସାରିଥିବାବେଳେ ଏବେ ବି ୧୯ରୁ ଊଦ୍ଧର୍‌ବ ମହିଳା ପୁରୁଷ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଛି। ଏହି ଗାଁର ମାଡ୍ରାସ ଭୋଇ (୪୫) ଡ୍ରାଇଭର କାମ କରି ସ୍ତ୍ରୀ ମମତା ଭୋଇ(୪୦)ଦୁଇ ସନ୍ତାନ ଝିଅ ଡୋଲେଶ୍ୱରୀ ଭୋଇ (୧୮) ପୁଅ ଦେବ ଭୋଇ (୧୩)ଙ୍କୁ ନେଇ ହସଖୁସିରେ ପରିବାର ଚଳେଇ ନେଉଥିଲେ। ତେବେ ସେ କିଡ୍‌ନୀ ସମସ୍ୟାରେ ପୀଡ଼ିତ ହେବା ପରେ ସ୍ତ୍ରୀ ମମତା ବନ୍ଧୁ ବାନ୍ଧବଙ୍କଠାରୁ ଧାର କରଜ କରି ସ୍ବାମୀଙ୍କ ସ୍ବାସ୍ଥ୍ୟ ଠିକ୍‌ କରିବାକୁ ବୁର୍ଲା, ବଲାଙ୍ଗୀର ଭଳି ଅନେକ ଡାକ୍ତରଖାନାରେ ଚିକିତ୍ସା କରାଇଥିଲେ ହେଁ, ଗତ ମାର୍ଚ୍ଚ ୧୬ରେ ମାଡ୍ରାସ ଭୋଇଙ୍କ ମୃତ୍ୟୁ ଘଟିଥିଲା। ଏପରି ସ୍ଥଳେ ରୋଜ ଗାରିଆ ସ୍ବାମୀଙ୍କୁ ହରାଇ ମମତା ଏବେ ଭାଙ୍ଗି ପଡ଼ିଛନ୍ତି। ସେ କେମିତି ରୋଜଗାର କରିବେ ଓ ତାଙ୍କର ଦୁଇ ସନ୍ତାନକୁ କିଭଳି ଭଲ ପାଠ ପଢ଼ାଇବେ ସେ ନେଇ ଏବେ ଚିନ୍ତାରେ ଥିବା ମମତା କହିଛନ୍ତି।

ଏନେଇ ସରପଞ୍ଚ ଅରବିନ୍ଦ ଗହୀରଙ୍କୁ ପଚରା ଯିବାରୁ ସରକାରଙ୍କ ଯାହା ବ୍ୟବସ୍ଥା ରହିଛି, ସେ ସବୁ ଏହି ପରିବାରକୁ ଯୋଗାଇ ଦିଆଯିବ ବୋଲି କହିଛନ୍ତି। ଅନ୍ୟ ପଟେ ଜିଲା ଶିଶୁ ସୁରକ୍ଷା ସମିତି ପକ୍ଷରୁ ଏହି ପରିବାରକୁ ସରକାରୀ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri